ଭିଡିଓ ଭାଇରାଲ ପରେ ଏପରି କହିଲେ ରଶ୍ମିକା ମନ୍ଦାନା

ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଡିପ୍‌ଫେକ୍‌ ଭିଡିଓ ଭାଇରାଲ ହେଉଛି । ଯାହାକୁ ନେଇ ସବୁଠି ଚର୍ଚ୍ଚା ଯୋର ଧରୁଛି। ତେବେ ଏହି ଘଟଣାକୁ ନେଇ ଅଭିନେତ୍ରୀ ରଶ୍ମିକା  ଦୁଃଖ ପ୍ରକାଶ କରିଛନ୍ତି। ସେ ଏକ୍ସ ଜରିଆରେ ସାଧାରଣରେ ଏହାକୁ ରୋକିବା ସହ ସ୍ବର ଉତ୍ତୋଳନ କରିବାକୁ କହିଛନ୍ତି।
ସେ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ, ଅନ୍‌ଲାଇ ଭାଇରାଲ ହେଉଥିବା ମୋର ଡିପ୍‌ଫେକ୍‌ ଭିଡିଓ ବିଷୟରେ ମୋତେ ଆଲୋଚନା କରିବାକୁ ପଡ଼ୁଛି। ଏହା ଅତି ଭୟଙ୍କର। କେବଳ ମୋ ପାଇଁ ନୁହେଁ, ବରଂ ସମସ୍ତଙ୍କ ପାଇଁ ଯେଉଁମାନେ ଆଜି ଏହି ଟେକ୍ନୋଲୋଜୀର ଦୁରୁପଯୋଗ ଦ୍ୱାରା ଭୟଙ୍କର ପରିସ୍ଥିତିରେ ରହୁଛନ୍ତି। ଜଣେ ମହିଳା ଓ ଜଣେ ଅଭିନେତ୍ରୀ ହିସାବରେ, ମୁଁ ମୋ ପରିବାର, ବନ୍ଧୁବର୍ଗ ଏବଂ ଶୁଭଚିନ୍ତକଙ୍କୁ ଧନ୍ୟବାଦ ଦେବି, ଯେଉଁମାନେ ସବୁବେଳେ ମୋ ସୁରକ୍ଷା ଓ ସମର୍ଥନରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ…

ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ…

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri