କର୍ମଚାରୀଙ୍କୁ ଅଶନୀରଙ୍କ ଅଫର: ‘ଥାର୍ଡ ୟୁନିକର୍ନ’ରେ ୫ ବର୍ଷ ପୂରଣ କଲେ ମିଳିବ ମର୍ସଡିଜ୍‌ କାର!

ନୂଆଦିଲ୍ଲୀ, ୧୧।୧: ପୁଣି ଚର୍ଚ୍ଚାରେ ଭାରତ ପେ’ର ସହ-ପ୍ରତିଷ୍ଠାତା ଅଶନୀର ଗ୍ରୋଭର। ମଙ୍ଗଳବାର ତାଙ୍କର ନୂଆ ଷ୍ଟାର୍ଟଅପ୍‌ ‘ଥାର୍ଡ ୟୁନିକର୍ନ’ର ଟିଜର ରିଲିଜ ହୋଇଛି। ସେ ଲିଙ୍କଡିନ୍‌ ପୋଷ୍ଟ ମାଧ୍ୟମରେ ଏନେଇ ସୂଚନା ଦେବା ସହ ଏକ ଚମତ୍କାର ଅଫର ଦେଇଛନ୍ତି।

ଥାର୍ଡ ୟୁନିକର୍ନ ସହ ଯୋଡ଼ି ହେବାକୁ ଅଶନୀର ଆଶାୟୀଙ୍କୁ ଆମନ୍ତ୍ରଣ କରିଛନ୍ତି। ଏହି ସମୟରେ ସେ କମ୍ପାନୀ ସହ କାମ କରୁଥିବା କର୍ମଚାରୀଙ୍କୁ ଯେଉଁ ଅଫର ଦେଇଛନ୍ତି ତାହା ଅନେକଙ୍କୁ ଆକର୍ଷିତ କରିଛି। ଅଶନୀର କର୍ମଚାରୀଙ୍କୁ ମର୍ସଡିଜ୍‌ କାର ଦେବାର ପ୍ରତିଶ୍ରୁତି ଦେଇ କହିଛନ୍ତି, ଆସନ୍ତୁ ୨୦୨୩ରେ କିଛି କାମ କରିବା। ଆମେ ‘ଥାର୍ଡ ୟୁନିକର୍ନ’ ଜରିଆରେ ମାର୍କେଟ ହଲାଇବା ଭଳି କାମ କରୁଛୁ। କମ୍ପାନୀ ଏବେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଥିବା ବେଳେ ଯେଉଁ କର୍ମଚାରୀ ୫ ବର୍ଷ ପୂରଣ କରିବ ତାଙ୍କୁ ମର୍ସଡିଜ୍‌ ମିଳିବ। ତେବେ ତାଙ୍କ ଷ୍ଟାର୍ଟଅପ୍‌ କେବଳ ୫୦ ଲୋକଙ୍କ ଏକ ଟିମ୍‌ ହେବ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ୨୦୨୨ରେ ଭାରତ ପେ’ରୁ ଅଲଗା ହେବା ପରେ ଅଶନୀର ‘ଥାର୍ଡ ୟୁନିକର୍ନ’ ଷ୍ଟାର୍ଟଅପ୍‌ ନେଇ ଘୋଷଣା କରିଥିଲେ। ଏବେ ସେ ନିଜେ କମ୍ପାନୀ ବିଷୟରେ ନିଜେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri