Advertisement

ଏବେ ଅଭିନୟରେ ଦମ୍‌ ଦେଖାଇବେ ଅଶନୀର

ନୂଆଦିଲ୍ଲୀ,୧୦।୧୨: ବ୍ୟବସାୟୀ ତଥା ଶାର୍କ ଟ୍ୟାଙ୍କ ଇଣ୍ଡିଆ ସିଜନ-୧ର ବିଚାରପତି ଥିବା ଅଶନୀର ଗ୍ରୋଭରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୋ’ର ନୂତନ ସିଜନରେ ତାଙ୍କୁ ଦେଖାଯାଇ ନ ପାରେ, ହେଲେ ସେ ତାଙ୍କ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ନୂଆ ପ୍ରସ୍ତୁତି କରିଛନ୍ତି। ଏବେ ସେ ଅଭିନୟଜଗତରେ ପାଦ ରଖିବାକୁ ଯାଉଛନ୍ତି। ଶୀଘ୍ର ସେ ଏକ ଓ୍ବେବ୍‌ ସିରିଜରେ ନଜର ଆସିବେ।

ଅଶନୀର ଲୋକପ୍ରିୟ ଓ୍ବେବ୍‌ ସିରିଜ ଟିଭିଏଫ୍‌ ପିଚର୍ସର ଦ୍ୱିତୀୟ ସିଜନରେ ନଜର ଆସିବେ। ତାଙ୍କ ସିରିଜର ପ୍ରମୋ ଭିଡିଓ ସାମ୍ନାକୁ ଆସିଛି। ସେ ନିଜର ଟୁଇଟର ଆକାଉଣ୍ଟରୁ ଟ୍ରେଲର ଭିଡିଓ ଶେୟାର କରି ଏନେଇ ସୂଚନା ଦେଇଛନ୍ତି। ଡିସେମ୍ବର ୨୩ରେ ଏହି ଓ୍ବେବ୍‌ ସିରିଜ ଜି୫ରେ ପ୍ରସାରିତ ହେବ।

ଅଶନୀର ନିଜର ଆଗାମୀ ସିରିଜର ପ୍ରମୋ ଭିଡିଓ ଶେୟାର କରି କ୍ୟାପଶନରେ ଲେଖିଛନ୍ତି, ‘ଜବ୍‌ ତକ ହୈ ଗ୍ରୋଭର, ଇଟ୍ସ ନଟ୍‌ ଓଭର’। ତେବେ ଏହି ଭିଡିଓଟି ପ୍ରଶଂସକଙ୍କୁ ବେଶ ପସନ୍ଦ ଆସିଛି। ସମସ୍ତେ ତାଙ୍କ ଅଭିନୟ ଦେଖିବାକୁ ଅପେକ୍ଷା କରିଛନ୍ତି ବୋଲି ପ୍ରତିକ୍ରିୟା ଦେଉଛନ୍ତି।

ତେବେ ଶୋ’ର ପ୍ରଥମ ସିଜନ ୨୦୧୫ରେ ରିଲିଜ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ୍‌ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ‘ଗଡଫାଦର’

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଡଫାଦର’ ବୁଧବାର ରିଲିଜ୍‌ ହୋଇଯାଇଛି। ଫିଲ୍ମରେ ମେଗାଷ୍ଟାର୍‌ ଚିରଞ୍ଜୀବୀ ଏବଂ ସଲମାନ ଖାନ୍‌ ପ୍ରଥମ ଥର ପାଇଁ ସ୍କ୍ରିନ୍‌ ଶେୟାର କରିଛନ୍ତି।...

୧୦୦ ଲକ୍ଷ କୋଟିର ଭିତ୍ତିଭୂମି ନିର୍ମାଣ ନେଇ ଟାସ୍କଫୋର୍ସ ଗଠନ

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଆସନ୍ତା ୫ ବର୍ଷରେ ୧୦୦ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିପାଇଁ ଅଗ୍ରାଧିକାର ଭିତ୍ତିରେ ଭିତ୍ତିଭୂମିଗୁଡ଼ିକର...

ଏଲ୍‌ଆଇସି ଆଇପିଓ ଆକାରରେ ହ୍ରାସ

ନୂଆଦିଲ୍ଲୀ,୨୪।୪: ଭାରତୀୟ ଜୀବନବୀମା ନିଗମ ବୋର୍ଡ ପକ୍ଷରୁ ରାଷ୍ଟ୍ରାୟତ୍ତ ଫାର୍ମର ପ୍ରାରମ୍ଭିକ ସାର୍ବଜନିନ ଅଫରିଂ (ଆଇପିଓ)ର ଆକାର ହ୍ରାସ କରିବାକୁ ଅନୁମୋଦନ କରାଯାଇଛି। ନିୟାମକ ଅନୁମୋଦନ...

ଦୀପାବଳିରେ ଅଭିନେତ୍ରୀ ବମ୍‌ ଜଳାଇବା ବେଳେ ବିସ୍ଫୋରଣ; ବଡ ଅଘଟଣରୁ…

ବମ୍ବେ: ଦୀପାବଳି କାହାପାଇଁ କେମିତି। କିଏ ଦୀପ ଲଗାଇ ଏହାକୁ ପାଳନ କରିବାକୁ ଭଲପାଏ ତ ଦୁଇ ଚାରୋଟି ବାଣ ନ ଫୁଟାଇଲେ ଆଉ କାହାର...

ୟୁନିୟନ ରିଟାୟାରମେଣ୍ଟ ଫଣ୍ଡର ପ୍ରଚଳନ

ନୂଆଦିଲ୍ଲୀ,୩୧ା୮: ୟୁନିୟନ ଏଏମସି ପକ୍ଷରୁ ୟୁନିୟନ ରିଟାୟାରମେଣ୍ଟ ଫଣ୍ଡର ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଏକ ଓପନ-ଏଣ୍ଡେଡ ଅବସରକାଳୀନ ସମାଧାନ ଭିତ୍ତିକ ଯୋଜନା, ଯେଉଁଥିରେ...

ପ୍ରମୁଖ ଉଦ୍ୟୋଗ କ୍ଷେତ୍ରରେ ମାନ୍ଦାବସ୍ଥା ଜାରି; କୋର୍‌ ସେକ୍ଟର ଅଭିବୃଦ୍ଧି ୧.୫% କମିଲା

ନୂଆଦିଲ୍ଲୀ,୧-୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଲଗାତାର ଭାବେ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ଖସୁଛି। ନଭେମ୍ବରରେ ୮ କୋର୍‌ ସେକ୍ଟର ଭିତ୍ତିଭୂମି ଶିଳ୍ପଉଦ୍ୟୋଗ ର...

ଆଜିଠୁ ଜୀ-ସାର୍ଥକରେ ନୂଆ ମେଗା ଧାରାବାହିକ ‘ମୁଁ ବି ବିଜୟିନୀ’

ଭୁବନେଶ୍ୱର,୨।୧: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଓଡ଼ିଆ ଘରୋଇ ଚ୍ୟାନେଲ ଜୀ-ସାର୍ଥକ ପକ୍ଷରୁ ନୂଆବର୍ଷରୁ ନୂଆ ମେଗା ଧାରାବାହିକ ‘ମୁଁ ବି ବିଜୟିନୀ’ ସମ୍ପର୍କରେ ଘୋଷଣା କରାଯାଇଛି।...

ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ମୁମ୍ବାଇ,୧୧।୧୧:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓ ଟ୍ରୁ-୫ଜି ସେବାର ସଫଳ ବିଟା ପରୀକ୍ଷଣର ଶୁଭାରମ୍ଭ ପରେ ରିଲାଏନ୍ସ ଜିଓ ପକ୍ଷରୁ ଗୁରୁବାର ବେଙ୍ଗାଲୁରୁ ଓ ହାଇଦ୍ରାବାଦଠାରେ...

Advertisement
Archives

Model This Week