Posted inଜାତୀୟ

ମୁଁ ଏହି ପଦ ଛାଡିବାକୁ ଚାହୁଁଛି ହେଲେ ପଦ ମୋତେ ଛାଡୁନାହିଁ: ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏଭଳି କହିଲେ ଗେହଲଟ

ଜୟପୁର,୧୯।୧୦: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗୁରୁବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ କହିଛନ୍ତି। ଏହି ସମୟରେ ସେ ଇଡି ଚଢାଉ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏଥିସହ ସେ ତାଙ୍କ ମୁଖ୍ୟମନ୍ତ୍ରୀ ପଦ ଛାଡିବା ସମ୍ପର୍କରେ ଏକ ବିବୃତ୍ତି ମଧ୍ୟ ଦେଇଛନ୍ତି।

ପୁନର୍ବାର ମୁଖ୍ୟମନ୍ତ୍ରୀ ହେବାର ପ୍ରଶ୍ନ ଉପରେ ପ୍ରଥମେ ଅଶୋକ ଗେହଲଟ ଏକ ହାସ୍ୟାସ୍ପଦ ସ୍ବରରେ କହିଛନ୍ତି, କଂଗ୍ରେସରେ ଯିଏ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ସେ ମୁଖ୍ୟମନ୍ତ୍ରୀ ନୁହଁନ୍ତି। ନିଜ ସରକାରର ସ୍ବାସ୍ଥ୍ୟ ଯୋଜନାକୁ ଗଣନା କରି ସେ କହିଛନ୍ତ, ମୁଁ ଏହି ପଦ ଛାଡିବାକୁ ଚାହୁଁଛି କିନ୍ତୁ ଏହି ପଦ ମୋତେ ଛାଡୁନାହିଁ ଏବଂ ମୋତେ ଛାଡିବ ବି ନାହିଁ। ନିଶ୍ଚୟ ଏପରି କିଛି ଅଛି ଯାହା ଗାନ୍ଧୀ ପରିବାର ମୋତେ ବିଶ୍ୱାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri