ଇଭି କ୍ଷେତ୍ରରେ ନିବେଶ କରିବ ଅଶୋକ ଲେଲାଣ୍ଡ

ଭୁବନେଶ୍ୱର,୨୧।୨: ଦେଶର ପ୍ରମୁଖ ଭାରିଯାନ ଅଟୋଶିଳ୍ପ କମ୍ପାନୀ ହିନ୍ଦୁଜା ଗ୍ରୁପର୍‌ ଫ୍ଲାଗଶିପ୍‌ ଅଶୋକ ଲେଲାଣ୍ଡ ଇଲେକ୍ଟ୍ରି ଭେଇକିଲ (ଇଭି) କ୍ଷେତ୍ରକୁ ପ୍ରବେଶ କରିବାକୁ ଯୋଜନା କରିଥିବା ସୂଚନା ମିଳିଛି। ବର୍ତ୍ତମାନର ପରିସ୍ଥିତି ଓ ସରକାରଙ୍କ ଆହ୍ବାନ ଏବଂ ଏକ ସବୁଜ ପରିବେଶ ସୃଷ୍ଟି ଓ ଏହାର ଗତିଶୀଳତାକୁ ନଜରରେ ରଖି କମ୍ପାନୀ ଇଭି ଯାନବାହନ ଚଳାଚଳ କରିବା ପାଇଁ କମ୍ପାନୀ ଯୋଜନା କରୁଥିବା ଏହାର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଚେନ୍ନାଇର ଏକ ଫାର୍ମ ଏହାର ବ୍ୟବସାୟିକ ଯାନ ପରିସର ପାଇଁ ସିଏନଜି ହାଇଡ୍ରୋଜେନ ଏବଂ ଇଲେକ୍ଟ୍ରିକ୍‌ ଭଳି ବିକଳ୍ପ ଇନ୍ଧନ ଉପରେ ଆଧାର କରି ପାୱାର୍‌ ଟ୍ରେନ୍‌ ବିକାଶ ପାଇଁ ୫୦୦ କୋଟି ଟଙ୍କା ବିନିଯୋଗ କରିଛି। ସେହିଭଳି ଇଲେକ୍ଟ୍ରିକ୍‌ ମୋବିଲିଟି ପାଇଁ ଏହାର ୟୁକେଭିତ୍ତିକ ମୋବିଲିଟି ମାଧ୍ୟମରେ କମ୍ପାନୀ ୨୦୦ ମିଲିୟନ୍‌ ଡଲାର୍‌ (ପ୍ରାୟ ୧,୫୦୦ କୋଟି) ବିନିଯୋଗ ଘୋଷଣା କରିସାରିଛି।
ଏ ସମ୍ପର୍କରେ ଅଶୋକ ଲେଲାଣ୍ଡର ଇଡି ଧୀରଜ ହିନ୍ଦୁଜା କହିଛନ୍ତି, ଭାରତରେ ଆମେ ଅଶୋକ ଲେଲାଣ୍ଡ ସହିତ ଏହାର ଉପଲବ୍ଧ ସୁବିଧାକୁ ସୁଦୃଢ କରିବୁ କିନ୍ତୁ ମୁଁ ନିଶ୍ଚିତ ଯେ ଖୁବ୍‌ଶୀଘ୍ର ଆମକୁ ଏକ ସ୍ବାଧୀନ ସୁବିଧା ମଧ୍ୟ ଆବଶ୍ୟକ ହେବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ବର୍ତ୍ତମାନ ସମୟରେ କମ୍ପାନୀ ଆସନ୍ତା ଦୁଇ ବର୍ଷ ପାଇଁ ଉତ୍ପାଦନ କ୍ଷମତା ସମ୍ବନ୍ଧରେ ନିଜକୁ ଆରାମଦାୟକ ଅନୁଭବ କରୁଛି। ଏପରିକି ଆସନ୍ତା ୨୪ ମାସ କିମ୍ବା ତା’ଠାରୁ ଅଧିକ ସମୟ ପାଇଁ ଆଶୋକ ଲେଲାଣ୍ଡ ଆବଶ୍ୟକ ବୈଦ୍ୟୁତିକ ଉତ୍ପାଦ ଯୋଗାଇବାରେ ସକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri