ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

କଟକ ଅଫିସ,୭ା୧୧: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍‌ ଆସୋସିଏଶନର ପୂର୍ବତନ ସଭାପତି ଡକ୍ଟର ଅଶୋକ ମହାପାତ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ହେବ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?