୫ ଦିନ ପରେ ମିଳିଲା ନିଖୋଜ ଅଶୋକଙ୍କ ମୃତଦେହ

ରାୟଗଡ଼ା,୨୫ା୯(ଆଶିଷ ରଞ୍ଜନ ପଣ୍ଡା): ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ସହର ଉପକଣ୍ଠ ନାଗାବଳୀ ନଦୀରେ ଭାସି ନିଖୋଜ ହୋଇଯାଇଥିଲେ ମାଙ୍କ ବସ୍ତିର ଶ୍ରୀନିବାସ ଦିଲେଶ୍ୱର ରାଓଙ୍କ ପୁଅ ଶ୍ରୀନିବାସ ଅଶୋକ କୁମାର(୩୨)। ଏହାପରେ ୫ ଦିନ ବିତିଯାଇଥିଲେ ମଧ୍ୟ ଅଶୋକଙ୍କ କୌଣସି ପତ୍ତା ମିଳି ନ ଥିଲା। ତେବେ ସୋମବାର ଆନ୍ଧ୍ରପ୍ରଦେଶ ରାଜ୍ୟ ତୋଟାପଲୀ ଡ୍ୟାମ୍‌ରେ ଏକ ଅଜଣା ମୃତଦେହକୁ ଉଦ୍ଧାର କରିଥିଲେ ଡ୍ୟାମ୍‌ କର୍ତ୍ତୃପକ୍ଷ। ଏହି ଖବର ପାଇବା ପରେ ଅଶୋକଙ୍କ ପରିବାରବର୍ଗ ସେଠାକୁ ଯାଇ ତାହା ଅଶୋକଙ୍କ ମୃତଦେହ ବୋଲି ଚିହ୍ନଟ କରିଥିବା ଜଣାପଡ଼ିଛି। ନିଖୋଜ ଅଶୋକଙ୍କ ମୃତ୍ୟୁ ଖବର ଶୁଣିବା ପରେ ତାଙ୍କ ପରିବାର ଓ ସମ୍ପର୍କୀୟଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?