ନବୀନଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ଅଶୋକଙ୍କ ବିସ୍ଫୋରକ ବୟାନ, କହିଲେ…

ଭୁବନେଶ୍ୱର,୧୩।୮: ବିଜେଡିର ଜନଜାଗରଣ ଅଭିଯାନ ନେଇ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସୋସିଆଲ ମିଡିଆ ପୋଷ୍ଟ ପରେ ଏବେ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଜନତା ଜାଗିକି ଅଛନ୍ତି, ୨୪ ବର୍ଷର ସରକାରକୁ ସେଥିପାଇଁ ହଟେଇଛନ୍ତି ବୋଲି ଭାଜପା ବିଧାୟକ ଅଶୋକ ମହାନ୍ତି କହିଛନ୍ତି। ସେ କହିଛନ୍ତି ଏହା ଜନଜାଗରଣ ନୁହେଁ କର୍ମୀ ଜାଗରଣ । ଭାଜପା ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପୂରଣ କରାଯାଉଛି। ଜନଜାଗରଣ ଦଳର କର୍ମୀମାନଙ୍କୁ ଉତ୍ସାହ କରିବ।

 

Vhttps://x.com/Naveen_Odisha/status/1822908404156998073


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଡ୍ରେସ ପିନ୍ଧି କରୁଥିଲେ ଆତଙ୍କିତ, ନକଲି ପୋଲିସଙ୍କୁ ବାନ୍ଧିଲା ଅସଲି ପୋଲିସ

ଅତାବିରା,୧୫।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ…

ବରଗଡ଼ରେ ମହଜୁତ ଅଛି ରନ୍ଧନ ଗ୍ୟାସ, କଳାବଜାର କଲେ ଦୃଢ କାର୍ଯ୍ୟାନୁଷ୍ଠାନ କହିଲେ ଜିଲାପାଳ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଲିକୁଇଫାଇଡ୍ ପେଟ୍ରୋଲିୟମ ଗ୍ୟାସ (ଏଲପିଜି), ପେଟ୍ରୋଲ ଏବଂ ଡିଜେଲ୍ ଯୋଗାଣ ଓ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା ପାଇଁ ଶନିବାର ଜିଲାସ୍ତରୀୟ ନିରୀକ୍ଷଣ…

ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ

ବାରିପଦା/କରଞ୍ଜିଆ,୧୫ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ/କବିତା ମହାନ୍ତ): ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ କଙ୍କଡା ଗ୍ରାମରେ କାଳବୈଶାଖୀର ଭୟଙ୍କର ତାଣ୍ଡବ ଦେଖାଯାଇଛି । ଏଥିରେ…

ଓଡିଶାର ଏହି ଜିଲାରେ ଅଣ୍ଡା ଗୋଟେ ୫ ଟଙ୍କା, ଜାଣନ୍ତୁ କେମିତି କମିଲା ଦାମ୍

ନନ୍ଦପୁର,୧୫ା୩(ତୁଷାର କାନ୍ତ ମହାନ୍ତି) : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସ୍ଥିତି ଅଞ୍ଚଳରେ ଗ୍ୟାସ ଦରକୁ ମହଙ୍ଗା କରିଛି । ଡିଜେଲ ପେଟ୍ରୋଲ ଭଳି ତୈଳ ଦର ଓ ଉପଲବ୍ଧିତାକୁ…

ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହାନ୍ତି ଚାଷୀ, ଗଞ୍ଜାମରେ ଟମାଟୋ କିଲୋ ରହିଛି…

ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି। ମାଟିରେ ମିଶୁଛି ଝାଳ ବୁହାଇ ଅମଳ କରିଥିବା ଟମାଟୋ। ବର୍ତ୍ତମାନ ବଜାରରେ ଟମାଟୋ ଦର ଏଭଳି ସ୍ତରକୁ ଖସି…

ଓଲା ଗାଡିରେ ଯାଉଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ତାପରେ….

ଛତ୍ରପୁର,୧୫ା୩(ଦିଲ୍ଲୀପ ସାମଲ): ଚଳନ୍ତା ଓଲା ଗାଡିରେ ଲାଗିଗଲା ନିଆଁ । ଅଗ୍ନିକାଣ୍ଡରେ ଗାଡିଟି ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ଚାଳକ । ଏପରି ଦୃଶ୍ୟ ଦେଖିବାକୁ…

୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୫ା୩: ୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ…

ସେ ସ୍ବାମୀ ଚାହାଁନ୍ତି ନାହିଁ, ହେଲେ ତାଙ୍କ ଶୁକ୍ରାଣୁ ବ୍ୟବହାର କରି ଏକ ସନ୍ତାନ ଚାହାଁନ୍ତି – ଏହି ମାମଲା ଶୁଣି ବିସ୍ମିତ ହେଲେ ହାଇକୋର୍ଟ

ମୁମ୍ବାଇ,୧୫।୩: ମୁମ୍ବାଇର ଜଣେ ମହିଳାଙ୍କ ସହିତ ଜଡିତ ଏକ ଅନନ୍ୟ ଆଇନଗତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିଛି। ୪୬ ବର୍ଷୀୟ ମହିଳା ତାଙ୍କ ସ୍ବାମୀଙ୍କଠାରୁ ଅଲଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri