ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍‌ ଗନି

କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଯାଇଛନ୍ତି। ପ୍ରଥମେ ସେ ତାଜିକିସ୍ତାନ ଯାଇଥିଲେ। ତେବେ ସେଠାରେ ତାଙ୍କ ବିମାନକୁ ଅବତରଣ ଅନୁମତି ନ ମିଳିବାରୁ ଗନି ଓମାନ ଯାଇଥିବା ଜଣାପଡ଼ିଛି। ସେଠାରୁ ସେ ଆମେରିକା ଯାଇପାରନ୍ତି। ଗନିଙ୍କ ସହ ପୂର୍ବତନ ଏନ୍‌ଏସ୍‌ଏ ମୋହିବ ଓମାନରେ ପହଞ୍ଚତ୍ଛନ୍ତି। ରକ୍ତପାତ ନ ହେବା ପାଇଁ ସେ ଦେଶ ଛାଡ଼ିଲେ ବୋଲି ଗନି ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।

କାବୁଲସ୍ଥିତ ରୁଷିଆ ଦୂତାବାସର ସୂଚନା ଅନୁଯାୟୀ ରାଷ୍ଟ୍ରପତି ଗନି ୪ଟି କାର, ଗୋଟିଏ ହେଲିକପ୍ଟର ଏବଂ ବିପୁଳ ପରିମାଣର ଅର୍ଥ ନେଇ ପଳାଇଯାଇଛନ୍ତି। ରୁଷିଆ ଦୂତାବାସ ମୁଖପାତ୍ର ନିକିତା ଇଶେଙ୍କୋଙ୍କ କହିବା ଅନୁଯାୟୀ ୪ଟି କାର ଏବଂ ହେଲିକପ୍ଟରରେ ବିପୁଳ ଆଫଗାନ ମୁଦ୍ରା ଭର୍ତ୍ତିହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍‌ ମିଟିଂରେ କାନରୁ ମଇଳା ବାହାର କରି ଖାଇଲେ ମେୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲଣ୍ଡନ, ୫।୧୨: ଲଣ୍ଡନ ମହାନଗର ନିଗମ ପକ୍ଷରୁ ଏକ ଅନଲାଇନ୍‌ରେ ମିଟିଂ ଚାଲିଥିଲା। ହଠାତ୍‌ ଡେପୁଟି ମେୟର ଜୁଲିୟନ୍‌ ବେଞ୍ଜାମିନ୍‌ ନିଜ କାନରୁ ମଇଳା ବାହାର...

ଯୁଦ୍ଧରେ ୧୨ ଗଣମାଧ୍ୟମ ପ୍ରତିନିଧିଙ୍କ ଜୀବନ ଗଲାଣି…

ଓ୍ବାଶିଂଟନ/କ୍ୱିଭ୍‌/ମସ୍କୋ, ୨୭।୩ : ୟୁକ୍ରେନ ବିରୋଧରେ ରୁଷିଆର ଯୁଦ୍ଧ ଆରମ୍ଭ ହେବା ଦିନଠାରୁ ୧୨ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ ଘଟିଛି ଏବଂ ୧୦ ଜଣ...

ଚାଇନାକୁ ରୋକିବାକୁ କେବଳ ଭାରତ ସକ୍ଷମ, କହିଲା ଆମେରିକା…

ଓ୍ବାଶିଂଟନ, ୧୧।୬ : ଚାଇନାର ଆକ୍ରମଣାତ୍ମକ ମନୋଭାବ ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ବୃଦ୍ଧି ପାଉଥିବା ଶକ୍ତି ପ୍ରଦର୍ଶନ ନେଇ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି।...

ଜର୍ମାନ ମନ୍ତ୍ରୀଙ୍କ ଆତ୍ମହତ୍ୟା

ବର୍ଲିନ,୩୦ା୩: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଉଗ୍ରରୂପ ଧାରଣ କରିଥିବା ବେଳେ ସମସ୍ତେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏତିକିବେଳେ ଦୁଃଖରେ ଭାଙ୍ଗିପଡ଼ି ଜର୍ମାନର ହେସେ ପ୍ରଦେଶରେ ଅର୍ଥମନ୍ତ୍ରୀ...

ହିଂସ୍ର ହେଉଛି ଇସ୍‌ଲାମୀୟ ଆନ୍ଦୋଳନ

ଇସ୍‌ଲାମାବାଦ/ଲାହୋର, ୧୫।୪: ଇସ୍‌ଲାମୀୟ ନେତାଙ୍କ ଗିରଫଦାରି ପ୍ରତିବାଦରେ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଆନ୍ଦୋଳନ କ୍ରମଶଃ ହିଂସ୍ର ହେଉଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ପାକ୍‌ ସରକାର...

ଟ୍ରମ୍ପଙ୍କ ଆୟକରକୁ ନେଇ ଉଠିଲା ବିବାଦ

ୱାଶିଂଟନ,୨୮ ।୯: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ମଧ୍ୟରେ ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ତଥା ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ଦ୍ୱାରା ଭରଣା କରାଯାଇଥିବା ଆୟକରକୁ...

ରାସ୍ତା ମଝିରେ ଜଳିଗଲା ବସ୍‌: ୫୩ ଯାତ୍ରୀଙ୍କ ଜୀବନଗଲା, ବଢ଼ିପାରେ ମୃତ୍ୟୁସଂଖ୍ୟା

କାଇରୋ,୨୮।୧: ଏକ ଗ୍ୟାସ ବୋଝେଇ ଟ୍ରକ ସହ ଯାତ୍ରୀବାହୀ ବସ୍‌ର ଧକ୍କା ହେବାରୁ ରାସ୍ତା ମଝିରେ ନିଆଁ ଲାଗିଯାଇଛି। ଫଳରେ ୫୩ ଯାତ୍ରୀଙ୍କ ଜୀବନ ଯାଇଛି।...

ନୂଆବର୍ଷରେ ପଠାଯାଇଛି ଶହେ ଅରବ ହ୍ବାଟସ୍‌ ଆପ୍‌ ମେସେଜ୍‌: ୨୦ ଅରବ ଭାରତୀୟଙ୍କର

ଓ୍ବାଶିଂଟନ,୪।୧: ନୂଆବର୍ଷ ଅବସରରେ ଭିନ୍ନ ଭିନ୍ନ ଢଙ୍ଗରେ ଲୋକେ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି। ଏବେ କମ୍ପାନୀ ଦାବି କରିଛି ଯେ, ଚଳିତ ବର୍ଷ ହ୍ବାଟସ୍‌ ଆପ୍‌...

Advertisement
Archives

Model This Week