‘ଆଶ୍ରମ ୩’ର ଶୁଟିଂ ସେଟ୍‌ରେ ବଜରଙ୍ଗ ଦଳର ଭଙ୍ଗାରୁଜା

 

ମୁମ୍ବାଇ: ବଲିଉଡ୍‌ ଅଭିନେତା ବବି ଦେଓଲଙ୍କ ୱେବ ସିରିଜ୍‌ ‘ଆଶ୍ରମ’ର ଦୁଇଟି ସିଜିନ ହିଟ୍‌ ହୋଇଛି। ଏବେ ଭୋପାଳରେ ଏହାର ତୃତୀୟ ସିରିଜର ଶୁଟିଂ ଆରମ୍ଭ କରିଛନ୍ତି ନିର୍ଦ୍ଦେଶକ ପ୍ରକାଶ ଝା।
ତେବେ ଭୋପାଳରେ ‘ଆଶ୍ରମ ୩’ର ଶୁଟିଂ ସେଟ୍‌ରେ ବଜରଙ୍ଗ ଦଳ ଭଙ୍ଗାରୁଜା କରିଛନ୍ତି। ଏହା ସହିତ ପ୍ରକାଶ ଝାଙ୍କ ମୁହଁରେ ସେମାନେ କାଳି ମଧ୍ୟ ପକାଇଛନ୍ତି । ଏହି ସିଜିନର ନାଁ ପରିବର୍ତ୍ତନ କରାଯାଉ ନ ହେଲେ ମଧ୍ୟପ୍ରଦେଶରେ ଏହାର ଶୁଟିଂ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ସେମାନେ ଦାବି କରୁଛନ୍ତି।

ମଧ୍ୟପ୍ରଦେଶରେ ଫିଲ୍ମ ଇଣ୍ଡଷ୍ଟ୍ରିକୁ ପ୍ରୋତ୍ସାହିତ କରାଯାଉ ବୋଲି ବଜରଙ୍ଗ ଦଳର ଭୋପାଳ ନେତା ସୁଶୀଲ ସୁଦେଲ କହିଛନ୍ତି। ଲୋକମାନେ କାମ ପାଇବା ଉଚିତ୍‌ କିନ୍ତୁ ଏହି ଭୂମି ହିନ୍ଦୁ ସମାଜକୁ ଅପମାନିତ କରିବା ପାଇଁ ବ୍ୟବହାର କରାଯିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri