ଆଶ୍ରମ-୪’ ଟିଜର ରିଲିଜ

ଆଶ୍ରମ’ର ସିଜନ-୩ ଓଟିଟି ପ୍ଲାଟଫର୍ମ ‘ଏମ୍‌ଏକ୍ସ ପ୍ଲେୟାର’ରେ ସିଜିନ-୩ର ଷ୍ଟ୍ରିମିଂ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ ସିଜିନ-୪ର ଟିଜର ଶୁକ୍ରବାର ଦିନ ରିଲିଜ ହୋଇଛି। ଏହି ୱେବ ସିରିଜ୍‌ରେ ବବି ଦେଓଲ ବାବା ନିରାଲାଙ୍କ ଭୂମିକାରେ ଅଭିନୟ କରିଛନ୍ତି। ବବି ଏଥିରେ ଭଣ୍ଡ ବାବା ଭୂମିକାରେ ତାଙ୍କ ଅଭିନୟ ଜାଦୁ ଦେଖାଇଛନ୍ତି। ଏହି ସିରିଜର ନାମ ଅଫିସିଆଲି ଭାବେ ‘ଏକ ବଦନାମ ଆଶ୍ରମ’ ରଖାଯାଇଛି । ଟିଜରକୁ ବବି ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରି କ୍ୟାପସନରେ ଲେଖିଛନ୍ତି, ‘ବାବା ଅନ୍ତରୟାମି, ସେ ତୁମର ମନର କଥା ଜାଣନ୍ତି । ତେଣୁ, ‘ଆଶ୍ରମ ୩’ର ଏପିସୋଡ ସହିତ,’ ଆଶ୍ରମ-୪’ର ଝଲକ ମଧ୍ୟ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri