ପରଜଙ୍ଗ,୨୧।୯(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମୁକ୍ତାପଶି ଫରେଷ୍ଟ ସେକ୍ସନ କଙ୍କିଳି କୁଣ୍ଡଖୋଲ ସରଂକ୍ଷିତ ଜଙ୍ଗଲ ଜମି ଅକ୍ତିଆର ଓ ବନ୍ୟଜନ୍ତୁ ଶିକାର ଅଭିଯୋଗରେ ବୁଧବାର ଖଣ୍ଡିଆ ବାବାଙ୍କୁ ଗିରଫ କରାଯାଇଛି। ଯାହାଙ୍କ ଭଲ ନାମ ହେଉଛି ଅନନ୍ତ ଚରଣ ଦାସ। ସେ ପାଖାପାଖି ଦୁଇ ବର୍ଷ ହେବ ଏହି ଜଙ୍ଗଲ ଜମିରେ ଥିବା ବଡ଼ ବଡ଼ ଗଛ କାଟି ସଫା କରିବା ସହ ସେଠାରେ ଏକ ଆଶ୍ରମ କରିଛନ୍ତି। ଏମିତିକି ସେଠାକୁ ଖାଦ୍ୟ ଅନ୍ବେଷଣରେ ଆସୁଥିବା ବନ୍ୟଜନ୍ତୁକୁ ଶିକାର କରି ତାହାର ଦାନ୍ତ, ଚମଡ଼ା, ଶିଙ୍ଗ ବିକ୍ରି କରି ମୋଟା ଅଙ୍କର ଟଙ୍କା ରୋଜଗାର କରୁଥିବା ନେଇ ଢଙ୍କାନାଳ ବନଖଣ୍ଡ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା। ତଦନ୍ତ କରାଯାଇ ସମ୍ପୃକ୍ତ ବାବାଙ୍କୁ ଗିରଫ ସହ ଉକ୍ତ ମଠକୁ ଜବରଦଖଲ ଉଚ୍ଛେଦ ପାଇଁ ମୁକ୍ତାପଶି ଫରେଷ୍ଟରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗିରଫ ପରେ ତାଙ୍କୁ କୋର୍ଟ ଚାଲଣ କରାଯିବା ସହ ଆସନ୍ତା ଗୁରୁବାର ମଠ ଜବରଦଖଲ ଉଚ୍ଛେଦ କରାଯିବ ବୋଲି କୁହାଯାଇଛି।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…
ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍ ଉଦ୍ୟମ ହୋଇଛି। ଘରେ…
ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍ ଡାଏ ଘୋଷଣା
କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…
ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…
ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…
ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…
ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…
ଗେଟ୍ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ
ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…
SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍କା
ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…
ଆଇପିଏଲ୍ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….
ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…
ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ
ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

