Posted inଖେଳ

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ତାଙ୍କ ବାସଭବନରେ ଗ୍ରହଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଭବନରେ ଅଶ୍ୱିନଙ୍କ ପରିବାର ସଦସ୍ୟ ଉପସ୍ଥିତ ଥିଲେ।

ରାଷ୍ଟ୍ରପତିଙ୍କଠାରୁ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନ ପାଇବା ପାଇଁ ଅଶ୍ୱିନଙ୍କୁ ଅଭିନନ୍ଦନ ବୋଲି ବିସିସିଆଇ ପକ୍ଷରୁ ଟ୍ବିଟ କରାଯାଇଛି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ଅବସର ଘୋଷଣା କରିଥିବା ଅଶ୍ୱିନ ସର୍ବାଧିକ ଟେଷ୍ଟ ଉଇକେଟ ନେଇଥିବା ଭାରତୀୟ ବୋଲରଙ୍କ ମଧ୍ୟରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ୧୦୬ ଟେଷ୍ଟ ଖେଳିଥିବା ଅଶ୍ୱିନଙ୍କ ନାମରେ ୫୩୭ ଟେଷ୍ଟ ଉଇକେଟ ରହିଛି। ୩୮ ବର୍ଷୀୟ କ୍ରିକେଟର ଭାରତ ପାଇଁ ୧୧୬ ଦିନିକିଆ ଖେଳି ୧୫୬ ଉଇକେଟ ନେଇଥିବା ବେଳେ ୬୫ ଟି୨୦ ମ୍ୟାଚ୍‌ରେ ୭୨ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri