Posted inଖେଳ

ଫେବୃୟାରୀର ‘ସର୍ବଶ୍ରେଷ୍ଠ ଖେଳାଳି’ ହେଲେ ଏହି କ୍ରିକେଟର, ଆଇସିସି ଘୋଷଣା କଲା ପୁରସ୍କାର

ଦୁବାଇ,୯।୩: ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଂଲଣ୍ଡ ବିପକ୍ଷ ୪ମ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। ଦମ୍‌ଦାର ବୋଲିଂ ସହ ବ୍ୟାଟିଂ ଯୋଗୁ ଦଳ ସିରିଜ୍‌କୁ ୩-୧ରେ ଜିତିନେଇଥିଲା। ଏଥିପାଇଁ ତାଙ୍କୁ ମଙ୍ଗଳବାର ଆଇସିସି ପକ୍ଷରୁ ଫେବୃୟାରୀ ମାସର ସର୍ବଶ୍ରେଷ୍ଠ ଖେଳାଳି ଭାବେ ଚୟନ କରାଯାଇଛି।

ଆଇସିସି ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି, ଅଶ୍ୱିନ ଏହି ସମୟରେ ୩ ଟେଷ୍ଟ ମ୍ୟାଚ୍‌ ଖେଳି ୨୪ ଉଇକେଟ ନେଇଛନ୍ତି। ଚେନ୍ନାଇରେ ଖେଳାଯାଇଥିବା ମ୍ୟାଚ୍‌ର ଦ୍ୱିତୀୟ ପାଳିରେ ୧୦୬ରନ୍‌ ଯୋଗଦାନ ଦେଇ ଶୃଙ୍ଖଳା ଜିତିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ। ସେ ମୋଟ୍‌ ୧୭୬ରନ୍‌ କରିଥିଲେ। ଏହାଛଡ଼ା ଅହମ୍ମଦାବାଦ ଟେଷ୍ଟରେ ସେ ୪୦୦ ଉଇକେଟ ନେବାର ରେକର୍ଡ ନିଜ ନାମରେ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୩୪ରେ ରୋକିଦେଲା ପାକିସ୍ତାନ

ଶାରଜା,୨୬।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଛି। ଦ୍ୱିତୀୟ ମ୍ୟାଚ୍‌ରେ ପ୍ରତିପକ୍ଷ ନ୍ୟୁଜିଲାଣ୍ଡକୁ ମାତ୍ର ୧୩୪/୮ରେ ରୋକି ଦେଇଛି...

ଇଂଲଣ୍ଡ ଅଧିନାୟକ ପଦରେ ରହିବାକୁ ଚାହାନ୍ତି ରୁଟ୍‌

ମାଞ୍ଚେଷ୍ଟର,୯।୯(ଏଏଫ୍‌ପି): ଜୋ ରୁଟ୍‌ଙ୍କ ନେତୃତ୍ୱରେ ଇଂଲଣ୍ଡ କ୍ରିକେଟ ଦଳ ୨୦୧୭-୧୮ ସିଜନରେ ୪-୦ ବ୍ୟବଧାନରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିଲା। ଏହାପରେ ଘରୋଇ ମାଟିରେ ୨-୧ରେ ଆଶେସ...

ସ୍ବତନ୍ତ୍ର ଟି୨୦ ବ୍ୟାଟ୍ସମ୍ୟାନଙ୍କ କ୍ଲବରେ ଧାଓ୍ବନ

ବାଙ୍ଗାଲୋର,୨୨।୯(ପିଟି): ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ୟ ଟି୨୦ ମ୍ୟାଚ୍‌ରେ ଶିଖର ଧାଓ୍ବନ ୩୬ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ।...

ପାକିସ୍ତାନରେ ଆରମ୍ଭ ହେବ ପିଏସ୍‌ଏଲ-୫

କରାଚୀ,୧୯।୨(ଏଏଫ୍‌ପି)- ଦେଶର କ୍ରିକେଟ ପ୍ରେମୀମାନେ ପ୍ରଥମ ଥର ପାଇଁ ପାକିସ୍ତାନରେ ପିଏସ୍‌ଏଲ (ପାକିସ୍ତାନ ସୁପର ଲିଗ୍‌) ଉପଭୋଗ କରିବାକୁ ଯାଉଛନ୍ତି। ଦୀର୍ଘ ଏକ ମାସ ଧରି...

ଏହି ଖେଳାଳି ପ୍ରସ୍ତୁତ କରିପାରିବେ କରୋନା ଟିକା, କାହିଁକି ଏମିତି କହିଲେ ସେହ୍ବାଗ

ଆଇପିଏଲ୍‌ ୨୦୨୦ରେ ରାଜସ୍ଥାନ ରୟାଲ୍ସର ରାହୁଲ ଟଓ୍ବୋଟିଆ ବ୍ୟାଟିଂ, ବୋଲିଂ ଏବଂ ଫିଲ୍ଡଂରେ ଉଚ୍ଚକୋଟୀର ପ୍ରଦର୍ଶନ କରୁଛନ୍ତି। ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ...

ଭାରତ ଟେଷ୍ଟ ଦଳର ଅଧିନାୟକ କିଏ ହେବା ଉଚିତ? ପିଟରସନ କହିଲେ…

ମସ୍କାଟ,୨୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟେଷ୍ଟ ସିରିଜ ହାରିବା ପରେ କୋହଲି ଭାରତୀୟ ଟେଷ୍ଟ ଅଧିନାୟକତ୍ୱରୁ ଇସ୍ତଫା ଦେଇ କ୍ରିକେଟ ଜଗତକୁ ସ୍ତବ୍ଧ କରିଦେଇଛନ୍ତି। ଏହାପରେ...

ବିସିସିଆଇ ଏବେ ମୁଣ୍ଡ ବିହୀନ

ନୂଆଦିଲ୍ଲୀ, ୨୮।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏବେ ଏକ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଛି। ସଭାପତି ଭାବେ ସୌରଭ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ସୋମବାର(ଜୁଲାଇ...

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୨୪ା୧୨:କରୋନା ଯୋଗୁ ଗତ ୯ ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ବୁଧବାର ଖୋଲିଛି। ଭକ୍ତଙ୍କୁ ମହାପ୍ରଭୁ ଦର୍ଶନ ଦେଇଛନ୍ତି। ଫଳରେ ଦୀର୍ଘ...

Advertisement
Archives

Model This Week