Posted inଖେଳ

୧୦୦ତମ ମ୍ୟାଚ୍‌ରେ କମାଲ୍‌ କଲେ ଅଶ୍ୱିନ୍‌

ଧର୍ମଶାଳା,୭।୩: ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ରବିଚନ୍ଦ୍ରନ ଅଶ୍ୱିନ ୧୦୦ ତମ ଟେଷ୍ଟ ଖେଳୁଛନ୍ତି। ଏହି ମ୍ୟାଚ୍‌ରେ ଗୋଟିଏ ଓଭରରେ ଦୁଇଟି ଉଇକେଟ ନେଇ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ଇଂଲଣ୍ଡ ଇନିଂସର ୫୦ତମ ଓଭରରେ ଟମ ହାର୍ଟଲେ ଏବଂ ମାର୍କ ଉଡଙ୍କୁ ପାଭିଲିୟନକୁ ପଠାଇଥିଲେ। ଉଡ ଆକାଉଣ୍ଟ ଖୋଲିପାରି ନ ଥିବା ବେଳେ ହାର୍ଟଲେ ୬ ରନ ସ୍କୋର କରିପାରନ୍ତି।
ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ଏହି ମ୍ୟାଚ ଜିତି ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ପଏଣ୍ଟ ଟେବୁଲରେ ନିଜର ସ୍ଥିତିକୁ ମଜଭୁତ କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!

ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri