Posted inଖେଳ

ବାପାଙ୍କ ପରେ ପୁଅକୁ ଆଉଟ୍‌ କଲେ ଅଶ୍ୱିନ୍‌

ଡୋମିନିକା,୧୩।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍ର ପ୍ରଥମ ମ୍ୟାଚ ଡୋମିନିକାରେ ଆରମ୍ଭ ହୋଇଛି। ୱେଷ୍ଟଇଣ୍ଡିଜ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୱେଷ୍ଟଇଣ୍ଡିଜ ମ୍ୟାଚରେ ଭଲ ଆରମ୍ଭ କରି ନ ଥିଲା ଏବଂ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଉଭୟ ଓପନଙ୍କୁ ପାଭିଲିୟନକୁ ପଠାଇଥିଲେ। ପ୍ରଥମ ଦିନରେ ମଧ୍ୟାହ୍ନ ଭୋଜନ ପର୍ଯ୍ୟନ୍ତ ଦୁଇଟି ଉଇକେଟ ନେଇ ଅଶ୍ୱିନ ଏକ ବଡ଼ ରେକର୍ଡ ସୃଷ୍ଟି କରିଥିଲେ। ସେ ଟାଗେନାରିନ ଚନ୍ଦ୍ରପାଲଙ୍କୁ ଆଉଟ୍‌ କରି ଇତିହାସ ସୃଷ୍ଟି କରିଥିଲେ।
ଟାଗେନାରିନ କିମ୍ବଦନ୍ତୀ ୱେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ଶିବନାରିନ ଚନ୍ଦ୍ରପାଲଙ୍କ ପୁଅ। ଅଶ୍ୱିନ ମଧ୍ୟ ତାଙ୍କ ବିପକ୍ଷରେ ଖେଳିଛନ୍ତି ଏବଂ ତାଙ୍କୁ ଚାରିଥର ଆଉଟ୍‌ କରିଛନ୍ତି। ଅଶ୍ୱିନ ୨୦୧୧ ଏବଂ ୨୦୧୩ରେ ଆଠ ଇନିଂସରେ ଚାରିଥର ତାଙ୍କୁ ପାଲଭିଲିୟକୁ ପଠାଇଛନ୍ତି। ଅଶ୍ୱିନ ଏହା କରିବାରେ ଦୁନିଆର ପଞ୍ଚମ ଖେଳାଳି ଅଟନ୍ତି। ତାଙ୍କ ପୂର୍ବରୁ ଇଂଲଣ୍ଡର ଭେଟେରାନ ଅଲରାଉଣ୍ଡର ଇୟାନ ବୋଥାମ, ପାକିସ୍ତାନର ପୂର୍ବତନ ଅଧିନାୟକ ୱାସିମ ଆକ୍ରମ, ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଏବଂ ଦକ୍ଷିଣ ଆଫ୍ରିକାର ସିମୋନ ହାର୍ମର ଏପରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?