Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ ଅଶ୍ୱିନ୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆଜିଠାରୁ ଆରମ୍ଭ ହୋଇଛି। ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ମ୍ୟାଚର ପ୍ରଥମ ଦିନରେ ଟିମ ଇଣ୍ଡିଆର ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମ୍ୟାଚର ପ୍ରଥମ ଦିନରେ ଭାରତର ଅଭିଜ୍ଞ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏକ ପ୍ରମୁଖ ସଫଳତା ହାସଲ କରିଛନ୍ତି। ସେ ଟେଷ୍ଟ କ୍ୟାରିୟରରେ ୪୫୦ ଉଇକେଟ ନେଇଛନ୍ତି।
ଟେଷ୍ଟ କ୍ରିକେଟରେ ୪୫୦ ଉଇକେଟ ପୂରଣ କରିବାରେ ଅଶ୍ୱିନ ଦ୍ୱିତୀୟ ଦ୍ରୁତତମ ବୋଲର ହୋଇଛନ୍ତି। ୮୯ତମ ଟେଷ୍ଟରେ ସେ ଏହି ଆକଳନକୁ ଛୁଇଁଛନ୍ତି। ତାଙ୍କଠାରୁ କେବଳ ଶ୍ରୀଲଙ୍କାର ମୁଥିୟା ମୁରଲୀଧରନ ଅଛନ୍ତି। ୮୦ଟି ମ୍ୟାଚରେ ମୁରଲୀଧରନ ଏହି ସଫଳତା ହାସଲ କରିଥିଲେ। ଆଲେକ୍ସ କେରି ଅଶ୍ୱିନଙ୍କ ୪୫୦ତମ ଶିକାର ହୋଇଥିଲେ।
୪୫୦ ଉଇକେଟ ନେବାରେ ଅଶ୍ୱିନ ଭାରତର ଦ୍ୱିତୀୟ ବୋଲର।  ଅନିଲ କୁମ୍ବଲେ ତାଙ୍କ ପୂର୍ବରୁ ଏହି ଉପଲବ୍ଧି ହାସଲ କରିଥିଲେ।  ୯୩ ତମ ଟେଷ୍ଟରେ ସେ ଏହି ସଫଳତା ହାସଲ କରିଥିଲେ । ତେବେ ଟେଷ୍ଟରେ କୁମ୍ବଲେ ମୋଟ ୬୧୯ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?