Posted inଖେଳ

ପାକିସ୍ତାନ ବିପକ୍ଷରେ ବି ମିଳିଲାନି ସୁଯୋଗ

ଅହମ୍ମଦାବାଦ,୧୪।୧୦: ବିଶ୍ୱକପ୍‌ ୨୦୨୩ରେ ଶନିବାର ମୁହାଁମୁହିଁ ହେଉଛନ୍ତି ଭାରତ-ପାକିସ୍ତାନ। ଟସ୍‌ ପରେ ବୋଲିଂ ଚୟନ କରିଥିବା ଭାରତୀୟ ଟିମ୍‌ ବଡ଼ ପରିବର୍ତ୍ତନ ସହ ମଇଦାନକୁ ଓହ୍ଲାଇଛି। ଈଶାନ କିଶନଙ୍କ ସ୍ଥାନରେ ଶୁଭମନ ଗିଲଙ୍କୁ ସୁଯୋଗ ମିଳିଛି। ସେହିଭଳି ରବିଚନ୍ଦ୍ରନ ଅଶ୍ୱିନ ମଧ୍ୟ ଦଳର ଏକାଦଶରେ ସ୍ଥାନ ପାଇ ନ ଥିବା ଦେଖାଯାଇଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅଶ୍ୱିନଙ୍କ ରେକର୍ଡ ବେଶ ଭଲ ରହିଛି। ସେ ଏଠାରେ ମାତ୍ର ୮ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୩୨ ଉଇକେଟ ନେଇଛନ୍ତି। ଏହା ସତ୍ତ୍ୱେ ପାକିସ୍ତାନ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କାହିଁକି ତାଙ୍କୁ ସାମିଲ କରାଗଲା ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ପୂର୍ବ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ମଧ୍ୟ ଅଶ୍ୱିନ ବାଦ୍‌ ପଡ଼ିଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri