Posted inଖେଳ

କୁମ୍ବଲେଙ୍କୁ ପଛରେ ପକାଇଲେ ଅଶ୍ୱିନ

ଅହମ୍ମଦାବାଦ,୨୫।୨ : ଏଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଭେଟେରାନ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ହାସଲ କରିଛନ୍ତି ୪୦୦ ଉଇକେଟ। କ୍ୟାରିୟରର ୭୭ତମ ଟେଷ୍ଟରେ ଅଶ୍ୱିନ ସ୍ପର୍ଶ କରିଛନ୍ତି ଏହି ମାଇଲଷ୍ଟୋନ। ଏହି ଧାରାରେ ସେ ମହାନ ଭାରତୀୟ ସ୍ପିନର ତଥା ପୂର୍ବତନ ଅଧିନାୟକ ଅନିଲ କୁମ୍ବଲେଙ୍କୁ ପଛରେ ପକାଇ ଦେଇଛନ୍ତି। କୁମ୍ବଲେ କ୍ୟାରିୟରର ୮୫ ତମ ଟେଷ୍ଟରେ ୪୦୦ ଉଇକେଟ ହାସଲ କରିଥିଲେ। ଟେଷ୍ଟ କ୍ରିକେଟ ଇତିହାସରେ ୪୦୦ ଉଇକେଟ ହାତେଇବାରେ ଅଶ୍ୱିନ ଦ୍ୱିତୀୟ ଦ୍ରୁତତମ ବୋଲର।

ତେବେ ଏହି ରେକର୍ଡ କିମ୍ବଦନ୍ତୀ ଅଫ୍‌ ସ୍ପିନର ମୁଥୟା ମୁରଲିଧରଣ (ଶ୍ରୀଲଙ୍କା)ଙ୍କ ନାମରେ ରହିଛି। ସେ ମାତ୍ର ୭୨ଟି ଟେଷ୍ଟରେ ଏହି ମାଇଲଷ୍ଟୋନରେ ପହଞ୍ଚିଥିଲେ। ତାଲିକାରେ ଅଶ୍ୱିନଙ୍କ ପଛକୁ ରିଚାର୍ଡ ହାଡଲି ଓ ଡେଲ ଷ୍ଟେଇନ (୮୦ତମ ଟେଷ୍ଟ) ଏବଂ ରଙ୍ଗନା ହେରାଥ (୮୪) ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ଚୁପଚାପ କରୁଛନ୍ତି ଏହି କାମ: କୋଚ କରିଦେଲେ…

ନୂଆଦିଲ୍ଲୀ,୩୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫…

ଏହି ଦିନ ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌: RBIର କଲା ଘୋଷଣା!

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୨୭ ଏପ୍ରିଲ ୧ ତାରିଖରୁ ୧୦ ଓ ୨୦ ଟଙ୍କିଆ ନୂଆ ପଲିମର (ପ୍ଲାଷ୍ଟିକ) ନୋଟ୍‌ର ପାଇଲଟ ପ୍ରୋଜେକ୍ଟ ବା…

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

ଗଞ୍ଜାମ ବନ୍ୟାରେ ମାନବିକତାର ପରିଚୟ ଦେଲେ ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନଏସଏସ) କୋ-ୟୁନିଟ୍‌ର…

BCCIର ବଡ଼ ଘୋଷଣା: ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଦଳିଲା ଟିମ ଇଣ୍ଡିଆ, ଏମାନେ ପଡିଲେ ବାଦ୍‌, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳରେ ଆକିବ ନବୀଙ୍କ ଏଣ୍ଟ୍ରି ହୋଇଛି। BCCI ପୁଣି ଥରେ ଟିମ ଇଣ୍ଡିଆରେ ପରିବର୍ତ୍ତନ କରିଛି। ପୂର୍ବରୁ…

ବିଦ୍ୟୁତ ଉପଭୋକ୍ତାଙ୍କୁ ଝଟ୍‌କା! ନଭେମ୍ୱର ୧ରୁ ବଢିବ ଇଲେକ୍ଟ୍ରି ବିଲ୍‌, ପ୍ରତି କିଲୋଓ଼୍ବାଟ୍‌ ପିଛା ଲାଗିବ…

ନୂଆଦିଲ୍ଲୀ,୩୧।୧୦: ରାଜ୍ୟରେ ବିଜୁଳି ସଂଯୋଗ (Electricity Connection) ମହଙ୍ଗା ହୋଇଯାଇଛି ଏବଂ ନଭେମ୍ୱର ୧ ରୁ ନୂଆ ଦର ଲାଗୁ ହେବ। ନୂଆ ବିଜୁଳି ସଂଯୋଗ ପାଇଁ…

ଧରିତ୍ରୀ ପ୍ରଭାବ: ୨୪ ଦିନ ପରେ ଖୋଲିଲା ହାତୀଲିମୁଣ୍ଡା ୟୁପି ସ୍କୁଲ

ଅମରପାଲି,୩୧ା୧୦(ପୀତାମ୍ବର ସାହୁ):ଶେଷରେ ଅଭିଭାବକଙ୍କ ଦାବି ପୂରଣ ହେବା ସହ ୨୪ ଦିନ ପରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବହଳପଦର କ୍ଲଷ୍ଟର ଅନ୍ତର୍ଗତ ହାତୀଲିମୁଣ୍ଡା ଉଚ୍ଚ ପ୍ରାଥମିକ…

ଭାରତକୁ ହରାଇବାର ଖୁସି ମନାଇଲେ ପାକ ପ୍ରଧାନମନ୍ତ୍ରୀ: ସୋସିଆଲ ମିଡିଆରେ ଲେଖିଲେ ଏମିତି, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସେସ୍‌ରେ ଅକ୍ଟୋବର ୩୦ ତାରିଖରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯାଇଥିଲା। ଏହି ମୁକାବିଲାରେ ପାକିସ୍ତାନ ୪ ଉଇକେଟ୍‌ରେ ବିଜୟୀ ହୋଇଥିଲା। ହଂକଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?