Posted inଖେଳ

ମହାନ ଅଲରାଉଣ୍ଡରଙ୍କୁ ପଛରେ ପକାଇଲେ ଅଶ୍ୱିନ

ଚେନ୍ନାଇ, ୧୫।୨ : ଭାରତୀୟ ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନ ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୫ ଉଇକେଟ ନେବା ସହ ଶତକୀୟ ଇନିଂସ ଖେଳିଛନ୍ତି। କ୍ୟାରିୟରରେ ତୃତୀୟ ଥର ପାଇଁ ଗୋଟିଏ ଟେଷ୍ଟ ମ୍ୟାଚ୍‌ରେ ଉଭୟ ବ୍ୟାଟ ଓ ବଲରେ ଶୀର୍ଷ ସଫଳତା ପାଇଛନ୍ତି ୩୪ ବର୍ଷୀୟ ଅଶ୍ୱିନ। ଏଥିସହ ଏହି ଭାରତୀୟ ଭେଟେରାନ ବିଶ୍ୱ କ୍ରିକେଟର ମହାନ ଅଲରାଉଣ୍ଡର ଗ୍ୟାରି ସୋବର୍ସ, ମୁସ୍ତାକ ଅହମ୍ମଦ, ଜ୍ୟାକ୍ସ କ୍ୟାଲିସ ଓ ଶାକିବ ଅଲ ହସନଙ୍କୁ ପଛରେ ପକାଇ ଦେଇଛନ୍ତି। ଏହି ଖେଳାଳିମାନେ ସେମାନଙ୍କ କ୍ୟାରିୟରରେ ଦୁଇ ଥର ଲେଖା ଏହି ସଫଳତା ହାସଲ କରିଥିଲେ।

ତେବେ ଏହି ତାଲିକାରେ ଶୀର୍ଷରେ ଅଛନ୍ତି ଇଂଲଣ୍ଡର କିମ୍ବଦନ୍ତୀ ଖେଳାଳି ଇଆନ ବୋଥାମ। ୧୦୨ ମ୍ୟାଚ୍‌ ଖେଳିଥିବା ବୋଥାମ କ୍ୟାରିୟରରେ ୫ ଥର ଉଭୟ ବ୍ୟାଟ ଓ ବଲରେ ଶୀର୍ଷ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାପା ଧୋନୀଙ୍କୁ ଏମିତି ଉପହାର ଦେଇ ଭାବୁକ କରିଦେଲେ ଜିଭା

ମହେନ୍ଦ୍ର ସିଂ ଧୋନୀଙ୍କ ଜନ୍ମଦିନରେ ତାଙ୍କ ଦେଶ ବିଦେଶର କୋଟି କୋଟି ଫ୍ୟାନ୍‌, ସାଥୀ ଖେଳାଳିମାନେ ଶୁଭେଚ୍ଛା ଜଣାଇଛନ୍ତି। ୩୯ ତମ ଜନ୍ମଦିନରେ ଧୋନୀଙ୍କୁ ଏକ...

ରବିନାରାୟଣଙ୍କ ବିୟୋଗରେ ଓସିଏର ଶୋକ

ଭୁବନେଶ୍ୱର,୯।୫(ସ୍ପୋର୍ଟ୍ସ ବ୍ୟୁରୋ): ପୂର୍ବତନ କ୍ରିକେଟର ତଥା ସିନିୟର ଚୟନ କମିଟି ସଦସ୍ୟ ରବିନାରାୟଣ ପଣ୍ଡାଙ୍କ ଅକାଳ ବିୟୋଗରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଶୋକ ପ୍ରକାଶ...

ଗାଭାସ୍କରଙ୍କ ପ୍ରସ୍ତାବ: ଭାରତ, ଅଷ୍ଟ୍ରେଲିଆ ମଧ୍ୟରେ ବଦଳ ହେଉ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୧।୪(ପି.ଟି.): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ଟି୨୦...

ଅଷ୍ଟ୍ରେଲିଆର ମାଇଣ୍ଡ୍‌ ଗେମ୍‌ ପ୍ରତି ଚିନ୍ତିତ ନୁହେଁ ରାହାନେ

ମେଲବୋର୍ନ, ୨୫ା୧୨(ପି.ଟି.)- ସ୍ଥାନୀୟ ଏମ୍‌ସିଜି ଗ୍ରାଉଣ୍ଡରେ ଶନିବାରଠାରୁ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବକ୍ସିଂ ଡେ’ ତଥା ଦ୍ୱିତୀୟ ଟେଷ୍ଟ। ମ୍ୟାଚ୍‌...

ଆଇସିସି ବିଶ୍ୱକପ୍‌: ଭାରତ ଆଶା ଧୂଳିସାତ୍‌, ଫାଇନାଲରେ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍‌ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି...

ସ୍ମୃତି ରଞ୍ଜନଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-କେରଳରେ ଗତ ୨୭ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ବଧିର କ୍ରୀଡ଼ାରେ ଓଡ଼ିଶାର ସ୍ମୃତି ରଞ୍ଜନ ବାରିକ ୨ଟି ସ୍ବର୍ଣ୍ଣ ପଦକ ଜିତି...

ଜାତୀୟ ଲେଗ୍‌ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୨୪।୨(କ୍ରୀଡ଼ା ପ୍ରତିନିଧି)-ଉତ୍ତର ପ୍ରଦେଶର ମଥୁରାରେ ମଙ୍ଗଳବାର ଉଦ୍‌ଯାପିତ ୯ମ ଜାତୀୟ ଲେଗ୍‌ କ୍ରିକେଟରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ଚନ୍ଦନ ରାୟଙ୍କ ନେତୃତ୍ୱାଧୀନ ଓଡ଼ିଶା...

ଏଟିକେକୁ ହରାଇଲା ମୁମ୍ବାଇ

ଫତୋର୍ଦା, ୧୨।୧: ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ସୋମବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୧-୦ ଗୋଲରେ ଏଟିକେ ମୋହନବାଗାନକୁ ପରାସ୍ତ...

Advertisement
Ten Cric Info


Archives

Model This Week