Posted inଜାତୀୟ

ବିହାର ସରକାରଙ୍କ ବିରୋଧରେ ‘ମୌନ ଉପବାସ’ ରଖିବେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନି କୁମାର ଚୌବେ

ନୂଆଦିଲ୍ଲୀ,୧୭ ।୧: କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ଅଶ୍ୱିନି କୁମାର ଚୌବେ ସୋମବାର କହିଛନ୍ତି, ବିହାରର ନୀତୀଶ କୁମାରଙ୍କ ନେତୃତ୍ୱ ବାଲା ସରକାରଙ୍କ କୃଷକ ଓ ଗରିବ ବିରୋଧି ନିତି ବିରୋଧରେ ‘ମୌନ ଉପବାସ’ ଆରମ୍ଭ କରିବେ ।
ପାଟନାରେ ଖବରଦାତାଙ୍କ ସହ କଥା ହୋଇ ଚୌବେ କହିଛନ୍ତି, ଗତ ସପ୍ତାହରେ ବକ୍ସରର ଚୌସାରେ ସୁରକ୍ଷାକର୍ମୀ ଯେଉଁଭଳି ଭାବେ କୃଷକମାନଙ୍କୁ ଅତି ନିର୍ମମଭାବେ ପିଟିଲେ, ଏଥିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅମାନବୀୟ, କୃଷକ ବିରୋଧି ଓ ଗରିବ ବିରୋଧି ଚେହେରାକୁ ସ୍ପଷ୍ଟ ଭାବେ ପଦାରେ ପକାଇଦେଲା ।
ଚୌବେ କହିଛନ୍ତି, ମୁଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ମହାମେଣ୍ଟ ସରକାରଙ୍କ ନୀତି ବିରୋଧରେ ପଶ୍ଚିମ ଚମ୍ପାରନରେ ଜାନୁୟାରୀ ୩୦ରୁ ‘ମୌନ ଉପବାସ’ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି । ଚୌବେ ଆହୁରି ମଧ୍ୟ କହିଛନ୍ତି ମୁଁ ମୋ ଅଭିଯାନର ଆରମ୍ଭ ପଶ୍ଚିମ ଚମ୍ପାରନ ଜିଲାରୁ ‘ମୌନ ଉପବାସ’ରେ ବସିବି, କାରଣ ଏହିଠାରେ ନୀତୀଶ ୫ ଜାନୁୟାରୀରେ ତାଙ୍କର ସମାଧାନ ଯାତ୍ରା ଆରମ୍ଭ କରିଥିଲେ । ମୁଁ ସେହି ସମସ୍ତ ଜିଲାରେ ‘ମୌନ ଉପବାସ’ରେ ବିସିବି ଯେଉଁଠାରୁ ନୀତୀଶ କୁମାର ତାଙ୍କର ସମାଧାନ ଯାତ୍ରା ସମୟରେ ଯାଉଥିଲେ । ମୋର ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ରାଜ୍ୟ ସରକାରଙ୍କ ଜନିବିରୋଧି ନୀତି ସମ୍ପର୍କରେ ସାଧାରଣ ଜନତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri