ନାମାଙ୍କନ ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୧୫।୨: ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଗୁରୁବାର ପୂର୍ବାହ୍ନ ୧୧ଟାବେଳେ ସେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ଭାଜପାର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଅଶ୍ୱିନୀ ଆଜି ଭାଜପା କାର୍ଯ୍ୟାଳୟରୁ ସିଧାସଳଖ ବିଧାନସଭାରେ ପହଞ୍ଚିଥିଲେ। ଏହାପରେ ସେ ରିଟର୍ଣ୍ଣିଂ ଅଫିସର ଅବନିକାନ୍ତ ପଟ୍ଟନାୟକଙ୍କ ଚାମ୍ବରକୁ ଯାଇଥିଲେ। ତାଙ୍କ ସହ ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟ ସଚେତକ ମୋହନ ମାଝି, ବିଧାୟକ ନାଉରୀ ନାୟକ, ନବ ମାଝି, ବିଧାୟିକା କୁସୁମ ଟେଡେ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଅଶ୍ୱିନୀ ବୈଷ୍ଣବ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନିଜର ୨ ସେଟ୍‌ ନାମାଙ୍କନ ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ...

୧୭ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୧୪।୬(ଅସମାପିକା ସାହୁ) – ପଶ୍ଚିମ ଓଡ଼ିଶାରେ ଏବେ ତାପମାତ୍ରା ଅଧିକ ରହୁଥିବା ବେଳେ ଉପକୂଳରେ ଗୁଳୁଗୁଳି ଅସହ୍ୟ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହିଭଳି...

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ...

ଓଏଚ୍‌ପିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧୪ା୬(ଅନିଲ ଦାସ)-ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ଅଧ୍ୟକ୍ଷ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ...

୩ ଥର ବିବାହ, ଆତ୍ମହତ୍ୟା ଯୋଜନା, ଭାଇଙ୍କ ବିରୋଧରେ ଦଳ; ଗୋଟିଏ ମାଷ୍ଟରଷ୍ଟ୍ରୋକ୍‌ ଯୋଗୁ ପଓ୍ବନ କଲ୍ୟାଣ ବଦଳାଇଦେଲେ ଆନ୍ଧ୍ର ରାଜନୀତି…

ନୂଆଦିଲ୍ଲୀ,୧୪।୬: ଏକ ସମୟରେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପଓ୍ବନ କଲ୍ୟାଣଙ୍କ ଦବ୍‌ଦବା ପ୍ରାୟ ଶୂନ ଭଳି ରହିଥିଲା। ତାଙ୍କର ଜନ ସେନା ପାର୍ଟିର ପରିଚୟ ବି ସେତେଟା...

ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ଆଲିଙ୍ଗନ କଲେ ପୋପ୍‌ ଫ୍ରାନ୍ସିସ୍‌

ନୂଆଦିଲ୍ଲୀ,୧୪।୬: ଇଟାଲୀରେ ଚାଲିଥିବା ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇଛନ୍ତି। ଏହି ଅବସରରେ ସେ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିଛନ୍ତି। ଉଭୟଙ୍କ ଭେଟର କିଛି...

ନିଆଁ ଲାଗିଯାଇଥିବା ଗୁଜବ ଯୋଗୁ ବଡ଼ ଦୁର୍ଘଟଣା; ଏକ୍ସପ୍ରେସ୍‌ରୁ କୁଦିଲେ ଯାତ୍ରୀ, ପିଟିଲା ମାଲବାହୀ ଟ୍ରେନ୍‌

ରାଞ୍ଚି,୧୪।୬: ଝାଡ଼ଖଣ୍ଡ ଲାଟେହାରର ସାସାରାମ-ରାଞ୍ଚି ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ନିଆଁ ଲାଗିବା ଗୁଜବ ୩ଜଣଙ୍କ ଜୀବନ ନେଇଛି। ଏକ୍ସପ୍ରେସ୍‌ଟି କୁମାଣ୍ଡି ଷ୍ଟେଶନରେ ପହଞ୍ଚିଥିବା ବେଳେ କେହି ଜଣେ...

ଇସ୍ତଫା ଦେଲେ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ,୧୪।୬:ପଶ୍ଚିମବଙ୍ଗର କଂଗ୍ରେସ ସଭାପତି ଆଧୀର ରଞ୍ଜନ ଚୌଧୁରୀ ଇସ୍ତଫା ଦେଇଛନ୍ତି। ସେ ଦଳର ହାଇ କମାଣ୍ଡଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫାରେ ସେ କହିଛନ୍ତି, ମମତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri