ନାମାଙ୍କନ ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୧୫।୨: ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଗୁରୁବାର ପୂର୍ବାହ୍ନ ୧୧ଟାବେଳେ ସେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ଭାଜପାର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଅଶ୍ୱିନୀ ଆଜି ଭାଜପା କାର୍ଯ୍ୟାଳୟରୁ ସିଧାସଳଖ ବିଧାନସଭାରେ ପହଞ୍ଚିଥିଲେ। ଏହାପରେ ସେ ରିଟର୍ଣ୍ଣିଂ ଅଫିସର ଅବନିକାନ୍ତ ପଟ୍ଟନାୟକଙ୍କ ଚାମ୍ବରକୁ ଯାଇଥିଲେ। ତାଙ୍କ ସହ ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟ ସଚେତକ ମୋହନ ମାଝି, ବିଧାୟକ ନାଉରୀ ନାୟକ, ନବ ମାଝି, ବିଧାୟିକା କୁସୁମ ଟେଡେ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଅଶ୍ୱିନୀ ବୈଷ୍ଣବ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନିଜର ୨ ସେଟ୍‌ ନାମାଙ୍କନ ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri