Odisha Elections 2024

ନାମାଙ୍କନ ଭରିବେ ଅଶ୍ବିନୀ ବୈଷ୍ଣବ, ସାମିଲ ରହିବେ ବରିଷ୍ଠ ଭାଜପା ନେତା

ଭୁବନେଶ୍ୱର,୧୫।୨ : ରାଜ୍ୟ ସଭା ପାଇଁ ନାମାଙ୍କନ ଭରିବେ ଅଶ୍ବିନୀ ବୈଷ୍ଣବ। ବୁଧବାର ଭାଜପା ଅଶ୍ୱିନୀଙ୍କୁ ରାଜ୍ୟ ସଭା ପ୍ରାର୍ଥିଭାବେ ଚୟନ କରିଛି। ତେବେ ଗୁରୁବାର ଅର୍ଥାତ୍‌ ଆଜି ସେ ପ୍ରାର୍ଥପତ୍ର ଦାଖଲ କରିବେ। ଏହି ସମୟରେ ଭାଜପାର ଅନେକ ବରିଷ୍ଠ ନେତା ଉପସ୍ଥିତ ରହିବେ ।

ସୂଚନା ଅନୁଯାୟୀ, ବୁଧବାର ତୃତୀୟ ରାଜ୍ୟ ସଭା ପ୍ରାର୍ଥି ଭାବେ ଅଶ୍ବିନୀଙ୍କ ନାଁ ଘୋଷଣା କରିଥିଲା ଭାଜପା । ଏହାପରେ ବଜେଡି ପକ୍ଷରୁ ଅଶ୍ବିନୀଙ୍କୁ ସମର୍ଥନ ଘୋଷଣା କରାଯାଇଥିଲା। ୨୦୧୯ରେ ମଧ୍ୟ ସେ ଓଡ଼ିଶାରୁ ରାଜ୍ୟ ସଭା ପାଇଁ ଚୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ କଂଗ୍ରେସ ହିଟ! କଂଗ୍ରେସର ମନିଫେେ୍‌ଟାକୁ ୮୮ ଲକ୍ଷଥର କରାଯାଇଛି ଡାଉନଲୋଡ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ କେବଳ ମଇଦାନରେ କରାଯାଉନାହିଁ, ସୋସିଆଲ ମିଡିଆ ମଧ୍ୟ ଏହାର ପ୍ରଚାର ପାଇଁ ଏକ ପ୍ରମୁଖ ମାଧ୍ୟମ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ଗୋଟିଏ ମଞ୍ଚରେ ଏକାଠି ନଜର ଆସିବେ ମୋଦି-ରାଜ ଠାକରେ

ମୁମ୍ବାଇ,୧୬।୫: ଭାଜପା ଏହାର ସହଯୋଗୀ ତଥା ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କ ସହ ମହାରାଷ୍ଟ୍ରର ଅବଶିଷ୍ଟ ୧୩ ଟି ସିଟ ଉପରେ ବାଜି ଲଗାଇବାକୁ ପ୍ରସ୍ତୁତ ହେଉଛି।...

କୋଭିଶିଲ୍ଡ ଟିକାର ମାରାତ୍ମକ ରକ୍ତଜମାଟ ପ୍ରତିକ୍ରିୟା ଭିଆଇଟିଟି

ନୂଆଦିଲ୍ଲୀ,୧୬ା୫ : ଆଷ୍ଟ୍ରାଜେନିକା କମ୍ପାନୀ ଏହାର କୋଭିଶିଲ୍ଡ ଟିକାକୁ ସାରା ବିଶ୍ୱରୁ ପ୍ରତ୍ୟାହାର କରିନେବାର ସପ୍ତାହେ ପରେ ଏହାର ଅନ୍ୟ ଏକ ମାରାତ୍ମକ ପାର୍ଶ୍ୱ ପ୍ରତିକ୍ରିୟା...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

କାଳବୈଶାଖୀ ନେଲା ୧୧ ଜୀବନ

କୋଲକାତା,୧୬।୫: ଗୁରୁବାର ପଶ୍ଚିମବଙ୍ଗର ମାଲଦାଠାରେ ପ୍ରକୃତି ତାଣ୍ଡବ ରଚିଛି। ବାତ୍ୟା ପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ଯେଉଁଥିରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର...

ଏନଡିଏରେ ସାମିଲ ହେଲେ ଦାଗି ନେତାଙ୍କ ପ୍ରତି ସଫ୍ଟ ହୋଇ ଯାଉଛି କେନ୍ଦ୍ରୀୟ ଏଜେନ୍ସି? ଜବାବ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ପାଇଁ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି। ୪୦୦ ଟି ଆସନ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତୀୟ ଜନତା...

ଆରମ୍ଭ ହେଲା ହୋମ ଭୋଟିଂ, ୧୦୨୨ ଭୋଟର ଘରେ ଭୋଟ ଦେବାକୁ ବାଛିଲେ ବିକଳ୍ପ

ନୂଆଦିଲ୍ଲୀ,୧୬।୫: ମେ ୨୫ରେ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁଗ୍ରାମ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଗୁରୁଗ୍ରାମର କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri