Posted inଖେଳ

ଅଶ୍ୱିନଙ୍କ ଅର୍ଦ୍ଧଶତକ: ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୭/୩୪୮

ଚଟ୍ଟଗ୍ରାମ,୧୫।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଚଟ୍ଟଗ୍ରାମରେ ଖେଳାଯାଉଛି। ଏହି ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଲଞ୍ଚ୍‌ ପର୍ଯ୍ୟନ୍ତ ଟିମ ଇଣ୍ଡିଆ ୭ ଉଇକେଟ ହରାଇ ୩୪୮ ରନ ସଂଗ୍ରହ କରିଛି। ରବିଚନ୍ଦ୍ରନ ଅଶ୍ୱିନ ଏବଂ କୁଲଦୀପ ଯାଦବଙ୍କ ମଧ୍ୟରେ ଏକ ଅର୍ଦ୍ଧଶତକୀୟ ଭାଗିଦାରୀ ହୋଇଛି। ଅଶ୍ୱିନ୍‌ ଟେଷ୍ଟ କ୍ୟାରିୟର୍‌ର ୧୩ତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏଥିରେ ୨ଟି ଚୌକା ଏବଂ ୨ଟି ଛକା ସାମିଲ ଅଛି।
ଦ୍ୱିତୀୟ ଦିନର ପ୍ରଥମ ଅଧିବେଶନରେ ବାଂଲାଦେଶ ବୋଲରମାନେ ଏକ ଭଲ ଆରମ୍ଭ କରି ଶ୍ରେୟାସ ଆୟରଙ୍କ ଉଇକେଟ ପାଇଥିଲେ। ଦ୍ୱିତୀୟ ଦିନରେ ଜୀବନଦାନ ପାଇବା ସତ୍ତ୍ୱେ ଶ୍ରେୟାସ ତାଙ୍କ ଶତକ ପୂରଣ କରିପାରି ନ ଥିଲେ ଏବଂ ଗତକାଲିର ସ୍କୋରରେ ମାତ୍ର ଚାରି ରନ ଯୋଡିବା ପରେ ୮୬ ରନ୍‌ରେ ସେ ଆଉଟ୍‌ ହୋଇଥିଲେ। ଦିନର ପ୍ରଥମ ଘଣ୍ଟା ବାଂଲାଦେଶ ବୋଲରଙ୍କ ନାମରେ ଥିଲା, କିନ୍ତୁ ଏହା ପରେ କୁଲଦୀପ ଏବଂ ଅଶ୍ୱିନଙ୍କ ଯୋଡି ଚମତ୍କାର ଖେଳି ଭାରତକୁ ଭଲ ସ୍କୋରକୁ ଆଗକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri