ପ୍ରମାଣ ଅଭାବରୁ ଏଏସ୍‌ଆଇ ନିର୍ଦ୍ଦୋଷରେ ଖଲାସ

ଭବାନୀପାଟଣା,୨୫ା୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ରାଜେନ୍ଦ୍ର କୁମାର ପଟ୍ଟନାୟକ ଓ ଗ୍ରାମରକ୍ଷୀ ଗୌରାଙ୍ଗ ବାଗ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଗତ ୨୪ା୮ା୨୦୧୬ରେ ଏମ୍‌ .ରାମପୁର ଥାନା ଦେଓଗାଁର ମଣ୍ଟୁ ସାହୁଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଫାଣ୍ଡି ଅଧିକାରୀ ଏଏସ୍‌ଆଇ ପଟ୍ଟନାୟକ ଓ ଗ୍ରାମରକ୍ଷୀ ବାଗ ଭିଜିଲାନ୍ସ ଜାଲରେ ପଡ଼ିଥିଲେ। ଉଭୟଙ୍କ ନାମରେ କୋରାପୁଟ ଭିଜିଲାନ୍ସ ବିଭାଗରେ ଏକ ମାମଲା ରୁଜୁ ହୋଇଥିଲା। ସୋମବାର ଏହି ମାମଲାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ବଦ୍ରି ନାରାୟଣ ନନ୍ଦ ଏହି ମାମଲାରେ ୧୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରିଥିଲେ। ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଉପରୋକ୍ତ ରାୟ ଶୁଣାଇଥିଲେ। ଏହି ମାମଲାକୁ ବରିଷ୍ଠ ଆଇନଜୀବୀ ଦିଲୀପ କୁମାର ସା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାତୀ ମହାକୁଡ଼ କଳାହାଣ୍ଡି ଜିଲା ଟପ୍ପର, ଓଏଏସ ହେବା ଲକ୍ଷ୍ୟ

ଭବାନୀପାଟଣା,୨।୫ (ଉତ୍ତମ କୁମାର ଦାଶ): ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ଚଳିତ ବର୍ଷ କଳାହାଣ୍ଡି ଜିଲାରେ…

ମାଟ୍ରିକ ପରୀକ୍ଷା ଫଳ: ସଚ୍ଚିନ୍ଦ୍ର ପାଢ଼ୀ ଭଞ୍ଜନଗର ବ୍ଲକ ଟପ୍ପର

ଭଞ୍ଜନଗର,୨।୫(ବାବୁଲା ପ୍ରଧାନ)- ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶିତ ହୋଇଛି। ଗଞ୍ଜାମ ଜିଲାରେ ୯୮.୨୫ ପ୍ରତିଶତ ଛାତ୍ରୀ ଛାତ୍ର ପାସ୍ ହୋଇଥିବା ବେଳେ ଭଞ୍ଜନଗର ବ୍ଲକରେ ମଧ୍ୟ…

ବରଗଡ଼ରେ ପାସ୍‌ହାର ୯୬.୪୧ ପ୍ରତିଶତ, ଦୀପଶିଖା ଗଡ଼ତିଆ ଜିଲା ଟପ୍ପର

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ବରଗଡ଼ ଜିଲା ରାଜ୍ୟରେ ବିଂଶ(୨୦ତମ) ସ୍ଥାନରେ ରହିଛି।…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧…

ମାଟ୍ରିକ ପରୀକ୍ଷାଫଳ: ଚଳିତ ଶିକ୍ଷା ବର୍ଷରେ ବି ଗଜପତି ଜିଲା ରାଜ୍ୟରେ ପ୍ରଥମ, ୯୯.୩୧ ପ୍ରତିଶତ ସହ…

ପାରଳାଖେମୁଣ୍ଡି,୨।୫ (ଗିରିଧାରୀ ପରିଚ୍ଛା): ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ଫଳାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି । ସମଗ୍ର ରାଜ୍ୟରେ ମାଟ୍ରିକ ଫଳାଫଳ ହାର ୯୫.୩୩…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର…

ବିଦ୍ୟୁତ୍‌ ତାରରେ ଲାଗିଗଲେ ମା’, ପୁଅ, ଆଉ ତା’ପରେ…

ରିଆମାଳ,୨ା୫(ବଦ୍ରୀ ନାରାୟଣ ଅଗ୍ରୱାଲା) ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଧୀନ କୁଣ୍ଢେଇଗୋଳା ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ୍‌ ତାର ସଂଷ୍ପର୍ଶରେ ଆସି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri