୨ ହଜାର ଟଙ୍କା ପାଇଁ ବନ୍ଧା ହେଲେ ଏଏସ୍‌ଆଇ

ପଦ୍ମପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଏଏସ୍‌ଆଇ କୈଳାସ ଚନ୍ଦ୍ର ଖୁଣ୍ଟିଆ ଶୁକ୍ରବାର ରାତିରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି।

ସୂଚନା ଅନୁଯାୟୀ, ଆନ୍ଦୋଳା ଅଞ୍ଚଳର ଏକ ନାବାଳିକା ଅପହରଣ ମାମଲାରେ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଏଏସ୍‌ଆଇ ଖୁଣ୍ଟିଆ ଅଭିଯୋଗକାରୀଙ୍କୁ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଉକ୍ତ ବ୍ୟକ୍ତି ୮ ହଜାର ଟଙ୍କା ଦେଇଥିବା ବେଳେ ଏନେଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ଶୁକ୍ରବାର ରାତି ପ୍ରାୟ ସାଢ଼େ ୭ଟା ବେଳେ ଏଏସ୍‌ଆଇ ଖୁଣ୍ଟିଆ ତାଙ୍କଠାରୁ ଅବଶିଷ୍ଟ ୨ହଜାର ଟଙ୍କା ନେଉଥିବା ବେଳେ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଚାଲିଛି ଗୁଣିଗାରେଡ଼ି ଜନିତ ମୃତ୍ୟୁସଂଖ୍ୟା: ଦମ୍ପତିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ମାଲକାନଗିରି,୨୭ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗୁଣିଗାରେଡ଼ି ସନ୍ଦେହ ଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଦୁଇଦିନ ତଳେ ମା’-ଝିଅଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ବେଳେ...

ପିଆଜ କିଣି ଅଡୁଆରେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୨।୨(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜର ଦର ବୃଦ୍ଧି ଦୁଇ ତିନି ମାସ ଧରି ସାଧାରଣ ଖାଉଟିଙ୍କୁ ହନ୍ତସନ୍ତ କରିବା ପରେ ଏବେ ବଜାରରେ ମୂଲ୍ୟ ହ୍ରାସ ପାଇବାରେ...

ଟାଟାଷ୍ଟିଲ ବିଏସ୍‌ଏଲ୍‌କୁ ବିଶ୍ୱ ସଷ୍ଟେନ୍‌ବିଲିଟି ପୁରସ୍କାର

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ବିଏସ୍‌ଏଲକୁ ସମ୍ମାନଜନକ ବିଶ୍ୱ ସଷ୍ଟେନ୍‌ବିଲିଟି-୨୦୨୦ ପ୍ଲାଟିନମ୍‌ ପୁରସ୍କାର ମିଳିଛି। ଅନ୍‌ଲାଇନରେ ଆୟୋଜିତ ୧୧ତମ ବିଶ୍ୱ ଅକ୍ଷୟ...

୫୪ ବର୍ଷରେ ମଝିପଡ଼ା କାଳୀପୂଜା: ହିନ୍ଦୁ ମୁସଲିମ୍‌ ଭାଇଚାରାର ବାର୍ତ୍ତା ଦିଏ

ସୋନପୁର,୨୪।୧୦(ନି.ପ୍ର.): ସୁବର୍ଣ୍ଣପୁର ସହର ମଝିପଡାରେ ୫୪ତମ ସାର୍ବଜନୀନ କାଳୀପୂଜା ୨୪ ତାରିଖ ସୋମବାର ରାତିରୁ ଆରମ୍ଭ ହେବ। ରାମଧୂନ କ୍ଲବ ମଝିପଡା ପକ୍ଷରୁ ଏହି ପୂଜା...

ପୁରୀରେ ଡଗ୍‌ ଶୋ:କୌଶଳ ଦେଖାଇଲେ୧୮ ପ୍ରଜାତିର ୧୪୭ କୁକୁର

ପୁରୀ ଅଫିସ, ୧୩ା୧: କୁକୁର ହେଲେ ବି ମାଲିକଙ୍କ ପ୍ରତି ଥିଲା ସେମାନଙ୍କର ଢେର୍‌ ଭଲପାଇବା ଆଉ ବିଶ୍ୱସନୀୟତା। ମାଲିକଙ୍କ ପ୍ରତିଟି ନିର୍ଦ୍ଦେଶ ମାନି ବିଚାରକଙ୍କୁ...

ଗଞ୍ଜାମ କଲେଜରେ ଅଣଛାତ୍ର ପ୍ରବେଶ: ଅଘଟଣ ପୂର୍ବରୁ ଉଠାଇନେଲା ପୋଲିସ

ଗଞ୍ଜାମ,୩୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ କଲେଜରେ ବୁଧବାର କିଛି ଅଣ ଛାତ୍ର ପ୍ରବେଶକୁ ନେଇ କଲେଜ ଛାତ୍ରୀଛାତ୍ର ଓ ଅଧ୍ୟାପିକା /ଅଧ୍ୟାପକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି l କିନ୍ତୁ...

କରୋନା ଲଢ଼େଇରେ ଯୋଦ୍ଧା ସାଜିଛନ୍ତି ଏସଏଚ୍‌ଜି ମହିଳା

ଜୟପୁର,୨ା୪(ନି.ପ୍ର.): ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ହେଲେ ଘରୁ ବାହାରକୁ ନ ବାହାରିବା, ସାମାଜିକ ଦୂରତା ରଖିବାକୁ ସଚେତନ...

ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଶୁକ୍ରବାର ଚିହ୍ନଟ ହୋଇଛନ୍ତି। ସେ କଟକର ହୋଇଥିବା ବେଳେ ଦିଲ୍ଲୀ ଗସ୍ତ କରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

Advertisement
Archives

Model This Week