ଭିଜିଲାନ୍ସ ଜାଲରେ ଏଏସ୍‌ଆଇ

ଝାରସୁଗୁଡା ଅଫିସ/ଭୁବନେଶ୍ୱର,୨୫।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟର ଏଏସ୍‌ଆଇ ହରେକୃଷ୍ଣ ନାୟକ। ତାଙ୍କ ବାସଭବନରେ ଶୁକ୍ରବାର ଭିଜିଲାନ୍ସ ଚଢାଉ କରିଛି। ଏକାକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି। କଟକ, ପୁରୀ, ଝାରସୁଗୁଡା ଓ ଗଞ୍ଜାମ ଜିଲାରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ। ଚଢ଼ାଉ ବେଳେ ୪ ଲକ୍ଷ ୪୬ ହଜାର ଟଙ୍କା ଜବତ ହୋଇଛି । ଭିଜିଲାନ୍ସର ଏହି ରେଡ୍‌ରେ ୩ ଜଣ ଡିଏସପି, ୧୦ ଇନ୍ସପେକ୍ଟର ଓ ଅନ୍ୟ ଅଫିସର ସାମିଲ ହୋଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ କାଟିଦେଲେ ଦିନମଜୁରିଆଙ୍କ ତଣ୍ଟି

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବଙ୍ଗଳାପଡାର ଦ୍ୱାରିକା ରାତ୍ରେ(୨୬)।...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

୩ ଲକ୍ଷ ୨୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ନୋଟ ଜବତ: ଜଣେ ଗିରଫ

କୋରାପୁଟ,୨୬।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଞ୍ଚଳରୁ ବୁଧବାର ବିଳମ୍ବିତ ରାତ୍ରରେ ଏସ୍‌ଟିଏଫ ଦ୍ୱାରା ଜଣେ ବ୍ୟକ୍ତିଠାରୁ ୩ ଲକ୍ଷ ୨୮ ହଜାର ୩ ଶହ...

ବିମାନ, ଟ୍ରେନ୍‌ରୁ ଏକାଥରକେ ଓହ୍ଲାଇବେନି ଯାତ୍ରୀ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରେଳ ବା ବିମାନ ଯୋଗେ ଫେରୁଥିବା ଲୋକଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ପାଇଁ ବିମାନ...

୮୦ଭାଗ କାମ ଅଟକିଛି, ଚାଲୁନି ସିସିଟିଭି

ବାରଙ୍ଗ,୬ା୬(ଡି.ଏନ୍‌.ଏ.): ମେ ୩ରେ ଘଟିଥିବା ବାତ୍ୟା ଫନୀକୁ ଏ ମଧ୍ୟରେ ମାସେ ବିତିଯାଇଛି। କିନ୍ତୁ ଏବେ ସୁଦ୍ଧା ନନ୍ଦନକାନନର ଚିତ୍ର ପୂର୍ଣ୍ଣରୂପେ ବଦଳିନାହିଁ। ପୁନରୁଦ୍ଧାର କାର୍ଯ୍ୟ...

କୋଟିପତି ପିଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଘଟଣା: ମାମଲାରେ ଛନ୍ଦି ହେଲେ ବିରଞ୍ଚିଙ୍କ ସ୍ତ୍ରୀ, ସଡ଼ୁ

ଭୁବନେଶ୍ୱର,୨।୮(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍‌ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଶନିବାର...

ଇଡ୍‌କୋ ଉଦ୍ୟୋଗ ସଂଶୋଧନ ଯୋଜନାର ସମୀକ୍ଷା କଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ):ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୋମବାର ପୂର୍ବାହ୍ନରେ ଇଡ୍‌କୋଠାରେ ଉଦ୍ୟୋଗ ସଂଶୋଧନ ଯୋଜନା(ଏଣ୍ଟରପ୍ରାଇଜ୍‌ ରିସୋର୍ସ ପ୍ଲାନିଂ)ର ସମୀକ୍ଷା କରିଛନ୍ତି । ରାଜ୍ୟରେ ଶିଳ୍ପ ଉନ୍ନୟନ ସଂସ୍ଥା(ଇଡ୍‌କୋ) ଦ୍ବାରା...

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍‌ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି।...

Advertisement
Archives

Model This Week