Advertisement

ଲାଞ୍ଚ ଭିଡିଓ ଭାଇରାଲ ହେବା ପରେ ଏଏସ୍‌ଆଇ ନିଲମ୍ବିତ

କେନ୍ଦୁଝର,୨୪।୧୧ (ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡବିଲ ଅବକାରୀ ଥାନା ଏଏସ୍‌ଆଇ ପୁଷ୍ପଲତା ଗୋସ୍ବାମୀ ଜଣେ ମଦ ବ୍ୟସାୟୀଙ୍କଠାରୁ ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ ହୋଇଥିଲା। ଏହି ଭିଡିଓ ଭାଇରାଲ ହେବା ପରେ ଅବକାରୀ ଅଧିକ୍ଷକ ନାରାୟଣ ମେହେର ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ଡେପୁଟି ସୁପରିଟେଣ୍ଡେଣ୍ଟ ବେଣୁଧର ସାମଲଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ରିପୋର୍ଟ ଆସିବା ପରେ ଅବକାରୀ ଅଧିକ୍ଷକ ଅବକାରୀ କମିଶନରଙ୍କୁ ପ୍ରଦାନ କରିଥିଲେ। ତେବେ ଅବକାରୀ କମିଶନର ବଡବିଲ ଅବକାରୀ ଥାନାର ଏଏସ୍‌ଆଇ ପୁଷ୍ପଲତା ଗୋସ୍ବାମୀଙ୍କୁ ନିଲମ୍ବିତ କରିଛନ୍ତି ବୋଲି ଅଧୀକ୍ଷକ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଲୁଣା ନଦୀରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର

ମାର୍ଶାଘାଇ,୨୬।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ମାର୍ଶାଘାଇ ଥାନା କୁଆଁରପାଳ ନିକଟ ଲୁଣା ନଦୀରେ ଗୁରୁବାର ଜଣେ ଅଜଣା ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଖବର ପାଇ ମାର୍ଶାଘାଇ...

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୧।୧୨-ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ...

ଜାଗା ଅଭାବ, ବିକାଶ ଅଟକ

ବାଲେଶ୍ୱର ଅଫିସ, ୧୬ା୧୦: ବାଲେଶ୍ୱର ଜିଲାରେ ବିସ୍ତୃତ ସରକାରୀ ଜମି ରହିଥିଲେ ମଧ୍ୟ କାମରେ ଲାଗିପାରୁନାହିଁ। ସହର ଉପକଣ୍ଠରେ ଥିବା ଜମିକୁ ପ୍ରଭାବଶାଳୀ ଲୋକେ ଜବରଦଖଲରେ...

ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ

କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ...

ବାଲି ଚାଲାଣ ବେଳେ ୪ ହାଇଓ୍ବା, ଜେସିବି ଜବତ: ୪ ଅଟକ

କେସିଙ୍ଗା,୨୩।୫: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମ ନିକଟସ୍ଥ ଦେହେରେନ ନାଲାରୁ ସୋମବାର ବାଲି ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ଲଇତରା...

ଲକ୍ଷ୍ମୀପୁରରେ ବିଜେଡିର ପ୍ରଭୁ ଜାନି ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଟି ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡିର ପ୍ରଭୁ ଜାନି ୧୭୦୮ ଭୋଟ୍‌...

ମୁଖ୍ୟ ଡାକ୍ତରଖାନାରୁ ଆରମ୍ଭ ହେଲା ବିଶୋଧନ

ବାଲେଶ୍ୱର ଅଫିସ, ୨।୪-କରୋନା ଭୂତାଣୁ ସହ ମୁକାବିଲା କରିବା ପାଇଁ ପୋଲିସ ପ୍ରଶାସନ ଅଗ୍ନିଶମ ବିଭାଗ ସହ ମିଶି ବାଲେଶ୍ୱର ଜିଲାର ସହରଗୁଡ଼ିକୁ ବିଶୋଧନ କରିବା...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଟଳିପଡ଼ିଲେ ମାଓବାଦୀ ମୁନି

ମାଲକାନଗିରି,୨୦ା୧(ଡି.ଏନ୍‌.ଏ.): ମାଲକାନଗିରି ସୀମାରେ ପୋଲିସ ଏନ୍‌କାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ମହୁପଦର ଏଲ୍‌ଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି ।...

Advertisement
Archives

Model This Week