କରଞ୍ଜିଆ,୮।୮: ମୟୂରଭଞ୍ଜ ଜିଲା ରୁଆଁ ଥାନା ASI ମୀନକେତନ ପ୍ରଧାନଙ୍କୁ ଶୁକ୍ରବାର ଚାକିରିରୁ ନିଲମ୍ବିତ କରାଯାଇଛି। ବାଇକ୍ ଛାଡ଼ିବା ପାଇଁ ୨ ହଜାର ଲାଞ୍ଚ ନେଉଥିବା ବେଳେ ASI ମୀନକେତନ ଧରାପଡିଥିଲେ। ଏନେଇ ASI ମୀନକେତନଙ୍କୁ ଚାକିିରିରୁ ମୟୂରଭଞ୍ଜ ଏସ୍ପି ନିଲମ୍ବନ କରିଛନ୍ତି।
କରଞ୍ଜିଆ,୮।୮: ମୟୂରଭଞ୍ଜ ଜିଲା ରୁଆଁ ଥାନା ASI ମୀନକେତନ ପ୍ରଧାନଙ୍କୁ ଶୁକ୍ରବାର ଚାକିରିରୁ ନିଲମ୍ବିତ କରାଯାଇଛି। ବାଇକ୍ ଛାଡ଼ିବା ପାଇଁ ୨ ହଜାର ଲାଞ୍ଚ ନେଉଥିବା ବେଳେ ASI ମୀନକେତନ ଧରାପଡିଥିଲେ। ଏନେଇ ASI ମୀନକେତନଙ୍କୁ ଚାକିିରିରୁ ମୟୂରଭଞ୍ଜ ଏସ୍ପି ନିଲମ୍ବନ କରିଛନ୍ତି।
ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…
ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…
ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…
ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…
ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…
ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…
ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…
କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…