Posted inଖେଳ

ଶ୍ରୀଲଙ୍କାର ବିସ୍ଫୋରକ ବ୍ୟାଟିଂ ଉପରେ ରୋକ ଲଗାଇଲେ ଚହଲ, ଅଶ୍ୱିନ

ଦୁବାଇ,୬।୯: ଶ୍ରୀଲଙ୍କାର ବିସ୍ଫୋରକ ବ୍ୟାଟିଂ ଉପରେ ରୋକ ଲଗାଇଲେ ଯୁଜବେନ୍ଦ୍ର ଚହଲ, ଆର୍‌. ଅଶ୍ୱିନ। ୯୭ ରନ୍‌ ସ୍କୋରରେ ପୃଥକ୍‌ ନିସଙ୍କାଙ୍କ ଉଇକେଟ ଯାଇଥିବା ବେଳେ ଚରିତ ଅସଲଙ୍କା ଖାତା ଖୋଲି ନ ପାରି ପ୍ୟାଭିଲିୟନ ଫେରିଛନ୍ତି। ଉଭୟ ଉଇକେଟ ଚହଲଙ୍କ ନାମରେ ହୋଇଛି। ଏହାପରେ ଅଶ୍ୱିନ ଦାନୁଷ୍କାଙ୍କ ଉଇକେଟ ନେବାରେ ସଫଳ ହୋଇଛନ୍ତି। ଖବର ଲେଖାଯିବା ସୁଦ୍ଧା ଦଳର ସ୍କୋର ୩ ଉଇକେଟ ହରାଇ ୧୧୦ ରନ୍‌ ରହିଛି।

ପ୍ରକାଶ ଯେ, ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଟିମ୍‌ ଇଣ୍ଡିଆ। ଦଳ ପ୍ରାରମ୍ଭିକ ଭାବେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ ରୋହିତ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବ ଇନିଂସକୁ ସମ୍ଭାଳିଥିଲେ। ହେଲେ ରୋହିତ ଆଉଟ୍‌ ହେବା ପରେ ସ୍ଥିତି ବଦଳି ଯାଇଥିଲା। ଭାରତ ୨୦ ଓଭରରେ ୧୭୫ ରନ୍‌ ସ୍କୋର କରିବାରେ ସଫଳ ହୋଇଥିଲା। ଏଣୁ ଶ୍ରୀଲଙ୍କାକୁ ୧୭୬ରନ୍‌ର ଟାର୍ଗେଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri