Posted inଖେଳ

ଏସିଆ କପ୍‌ ଅଧାରୁ ଭାରତକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୯: ଏସିଆ କପ୍‌ ୨୦୨୨ ଟୁର୍ନାମେଣ୍ଟ ଖେଳୁଥିବା ଭାରତକୁ ବଡ଼ ଝଟ୍‌କା ଲାଗିଛି। ଆହତ ହେବା ଯୋଗୁ ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବାକି ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ବିସିସିଆଇ ପକ୍ଷରୁ ଏକ ବିବୃତି ଜାରି କରାଯାଇ ଏନେଇ ସୂଚନା ଦିଆଯାଇଛି।

ବିସିସିଆଇ କହିଛି, ଅଖିଳ ଭାରତୀୟ ଚୟନ ସମିତି ଜାରି ଥିବା ଏସିଆ କପ୍‌ରେ ଜାଡେଜାଙ୍କ ସ୍ଥାନରେ ଅକ୍ଷର ପଟେଲଙ୍କୁ ସୁଯୋଗ ଦେଇଛି। ଜାଡେଜାଙ୍କ ଡାହାଣ ଆଣ୍ଠୁରେ ଆଘାତ ଲାଗିଛି। ତାଙ୍କୁ ବର୍ତ୍ତମାନ ବିସିସିଆଇର ମେଡିକାଲ ଟିମ୍‌ ପରୀକ୍ଷା କରୁଛି। ଅପରପକ୍ଷେ ତାଙ୍କ ସ୍ଥାନରେ ଅକ୍ଷରଙ୍କୁ ସୁଯୋଗ ମିଳିଛି। ସେ ଶୀଘ୍ର ଦୁବାଇରେ ଦଳ ସହ ସହ ଯୋଡ଼ି ହେବେ।

କହିରଖୁଛୁ, ଆଇପିଏଲ୍‌ ୨୦୨୨ରେ ଜାଡେଜା ଆହତ ହୋଇ କିଛି ମ୍ୟାଚ୍‌ରୁ ବାଦ ପଡ଼ିଥିଳେ। ଏହାପରେ ଇଂଲଣ୍ଡ ଗସ୍ତ ବେଳେ ସେ କମ୍‌ବ୍ୟାକ୍‌ କରିଥିଲେ। ସେବେଠାରୁ ସେ ଭଲ ଫର୍ମରେ ଥିବା ବେଳେ ଏବେ ହଠାତ ସେ ବାହାରିବା ଦଳ ପାଇଁ କୌଣସି ଝଟକା ଠାରୁ କମ୍‌ ନୁହେଁ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ବିବାଦରେ ଫଶିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୧୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ରେଷ୍ଟୁରାଣ୍ଟ ଓ୍ବାନ୍‌ ୮ କମ୍ୟୁନି (One8 commune) ବିବାଦରେ ଛନ୍ଦି ହୋଇପଡିଛି। କୋହଲିଙ୍କ ରେଷ୍ଟୁରାଣ୍ଟ ବିରୋଧରେ ଅଭିଯୋଗ...

ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ଓହରିଲେ ଧୋନୀ

ନୂଆଦିଲ୍ଲୀ,୨୦।୭- ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଓ୍ବେଷ୍ଟଇଣ୍ଡିଜ ସିରିଜରୁ ଓହରିଯାଇଛନ୍ତି। ଇଣ୍ଡିଜ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା ହେବାର...

ଆଇସିସି ମୁଖ୍ୟ କାର୍ଯ୍ୟନିର୍ବାହୀ ବୈଠକ: ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ୍‌ର ପୁନଃନିର୍ଦ୍ଧାରଣ ହେବ

ଦୁବାଇ, ୨୪ା୪ (ପି.ଟି.)- କୋଭିଡ୍‌-୧୯ ମହାମାରୀ ଯୋଗୁ ସମଗ୍ର ବିଶ୍ୱରେ କ୍ରୀଡ଼ା କାର୍ଯ୍ୟକଳାପ ଏକପ୍ରକାର ସ୍ଥାଣୁ ପାଲଟିଯାଇଛି। ଏଥିଯୋଗୁ ୨୦୨୩ ପର୍ଯ୍ୟନ୍ତ ରହିଥିବା ଫ୍ୟୁଚର ଟୁର୍‌...

ଧୋନୀଙ୍କ ଛକାରେ ଝୁମିଉଠିଲେ ପତ୍ନୀ ସାକ୍ଷୀ

ଚେନ୍ନାଇ,୨।୫: ଧୋନୀଙ୍କ ଛକାରେ ଝୁମିଉଠିଲେ ପତ୍ନୀ ସାକ୍ଷୀ। ସାକ୍ଷୀଙ୍କ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱାଦଶ...

ଏତିକି ଟଙ୍କାର ଘଣ୍ଟା ପିନ୍ଧନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଲୋକପ୍ରିୟତା ଅର୍ଜନ କରିଛନ୍ତି। କେବଳ କ୍ରିକେଟ୍‌ରେ ନୁହେଁ, କୋହଲି...

୭ ବର୍ଷ ଝିଅର ଶଟ୍‌ ଦେଖି ଏମିତି କହିଲେ ଏହି କ୍ରିକେଟର

ଆଗାମୀ ଆଇପିଏଲ୍‌ ମ୍ୟାଚ୍‌ରେ ମହେନ୍ଦ୍ର ସିଂ ଧୋନୀଙ୍କ ହେଲିକପ୍ଟର ଶଟ୍‌ ଦେଖିବା ପାଇଁ ସମଗ୍ର ବିଶ୍ୱ ଉତ୍ସାହର ସହ ଅପେକ୍ଷା କରିଛି। ଏହି ସମୟ ମଧ୍ୟରେ...

ରୟାଲ୍ସର ପ୍ରଥମ ପରାଜୟ

ଦୁବାଇ, ୧।୧୦- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ରେକର୍ଡ ରନ ଚେଜ୍‌ କରିଥିବା ରାଜସ୍ଥାନ ରୟାଲ୍ସ ବୁଧବାର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ କୋଲକାତା ନାଇଟ...

‘କରୋନା’ କଟକଣାରେ ଛନ୍ଦି ହୋଇଛି କ୍ରିକେଟ

କଟକ ଅଫିସ,୧୪ା୪-କରୋନା ପ୍ରଭାବରୁ ମୁକୁଳିନି କ୍ରୀଡ଼ା ଜଗତ। ରାଜ୍ୟ ସମେତ ସମଗ୍ର ଦେଶ ଓ ବିଶ୍ୱର କ୍ରୀଡ଼ା ସାମ୍ରାଜ୍ୟ ମଧ୍ୟ କରୋନା ଭାଇରସ ଯୋଗୁଁ ପ୍ରଭାବିତ...

Advertisement
Archives

Model This Week