Posted inଖେଳ

ଏସିଆ କପରେ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ନୂଆଦିଲ୍ଲୀ,୩୦।୮: ବୁଧବାରଠୁ ଏସିଆ କପ ୨୦୨୩ ଆରମ୍ଭ ହେଉଛି। ଏହି ଟୁର୍ଣ୍ଣାମେଣ୍ଟରେ ଟିମ ଇଣ୍ଡିଆ ୨ ସେପ୍ଟେମ୍ବରରେ ପାକିସ୍ତାନ ବିପକ୍ଷରେ ଖେଳିବ। ଏସିଆ କପରେ ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୂର୍ବତନ ଭେଟେରାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ବିଶ୍ୱ ରେକର୍ଡ ଉପରେ ନଜର ରଖିବେ। ଏସିଆ କପ ମାଧ୍ୟମରେ ବିରାଟ କୋହଲି ଦିନିକିଆରେ ଦ୍ରୁତତମ ୧୩,୦୦୦ ରନ ପୂରଣ କରିପାରନ୍ତି। ବର୍ତ୍ତମାନ ଏହି ରେକର୍ଡ ସଚିନ ତେନ୍ଦୁଲକରଙ୍କ ନାଁରେ ରହିଛି।

ସଚିନ ତେନ୍ଦୁଲକରଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବା ପାଇଁ କୋହଲିଙ୍କୁ ମାତ୍ର ୧୦୨ ରନ ଦରକାର। କୋହଲି ଏ ପର୍ଯ୍ୟନ୍ତ ୨୬୫ ଦିନିକିଆ ଇନିଂସରେ ୧୨୮୯୮ ରନ ସ୍କୋର କରିଛନ୍ତି। ଏଥି ସହିତ ସଚିନ ତେନ୍ଦୁଲକର ୩୨୧ ଟି ଦିନିକିଆ ଇନିଂସରେ ୧୩,୦୦୦ ରନ ପୂରଣ କରିଥିଲେ। ଏଭଳି ପରିସ୍ଥିତିରେ କୋହଲିଙ୍କୁ ଭେଟେରାନ ତେନ୍ଦୁଲକରଙ୍କ ଏହି ରେକର୍ଡ ଭାଙ୍ଗିବାର ୫୫ଟି ସୁଯୋଗ ରହିଛି। ଯଦି କୋହଲି ୫୫ ଇନିଂସରେ ୧୦୨ ରନ ସ୍କୋର କରନ୍ତି, ତେବେ ସେ ସଚିନ ତେନ୍ଦୁଲକରଙ୍କଠାରୁ ଆଗକୁ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri