Posted inଖେଳ

ଏସିଆ କପ୍ ୨୦୨୫ ହକି: ଭାରତର ବିଶାଳ ବିଜୟ, କାଜାକସ୍ତାନକୁ ୧୫-୦ରେ ହରାଇଲା

ବିହାର,୧ା୯: ଭାରତୀୟ ହକି ଦଳ ଏସିଆ କପ୍ ୨୦୨୫ର ପୁଲ୍ ଏ ମ୍ୟାଚରେ କାଜାକସ୍ତାନକୁ ୧୫-୦ ଗୋଲରେ ପରାସ୍ତ କରି ଦର୍ଶକଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଅଭିଷେକ (୫, ୮, ୨୦, ୫୯ ମିନିଟ), ସୁଖଜୀତ ସିଂ (୧୫, ୩୨, ୩୮), ଜୁଗରାଜ ସିଂ (୨୪, ୩୧, ୪୭), ଅଧିନାୟକ ହରମନପ୍ରୀତ ସିଂ (୨୬), ଅମିତ ରୋହିଦାସ (୨୯), ରାଜିନ୍ଦର ସିଂ (୩୨), ସଞ୍ଜୟ ସିଂ (୫୪) ଏବଂ ଦିଲପ୍ରୀତ ସିଂ (୫୫) ଗୋଲ ସ୍କୋର କରିଥିଲେ।

ଭାରତ ଏହା ପୂର୍ବରୁ ଚାଇନାକୁ ୪-୩ ଓ ଜାପାନକୁ ୩-୨ ଗୋଲରେ ହରାଇ ସୁପର-୪ ପାଇଁ ଯୋଗ୍ୟତା ଅର୍ଜନ କରିସାରିଛି। ଚାଇନା ବିପକ୍ଷରେ କଠିନ ଲଢ଼େଇ ପରେ ବିଜୟ ସହ ଅଭିଯାନ ଆରମ୍ଭ କରିଥିବା ଭାରତ, ଜାପାନ ବିପକ୍ଷ ଦ୍ୱିତୀୟ ମ୍ୟାଚରେ ମଧ୍ୟ ପ୍ରଭାବଶାଳୀ ପ୍ରଦର୍ଶନ ଦେଖାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍‌? ଜାଣନ୍ତୁ…

ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri