Posted inଖେଳ

ଏସିଆ କପ: ପାକିସ୍ତାନ ବିପକ୍ଷ ଦ୍ୱିତୀୟ ମୁକାବିଲାରେ ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି

ଆବୁଧାବି,୨୧।୯: ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପାକିସ୍ତାନ ବିପକ୍ଷ ମ୍ୟାଚରେ ଟସ୍ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉଲ୍ଲେଖଯୋଗ୍ୟ, ସୂର୍ଯ୍ୟକୁମାର ଯାଦବ ପୁନର୍ବାର ପାକିସ୍ତାନ ଅଧିନାୟକ ସଲମାନଙ୍କ ସହ ପାରମ୍ପରିକ ହ୍ୟାଣ୍ଡସେକ କରିନଥିଲେ।

ସୂର୍ଯ୍ୟକୁମାର କହିଛନ୍ତି, “ଆମେ ପ୍ରଥମେ ବୋଲିଂ କରିବୁ। ପିଚ୍ ଭଲ ଦେଖାଯାଉଛି ଓ ଗତକାଲି କାକର ଥିଲା। ଆମେ ପ୍ରଥମ ରାଉଣ୍ଡରୁ ଏକ ନକଆଉଟ ଟୁର୍ଣ୍ଣାମେଣ୍ଟ ଭାବେ ଖେଳୁଛୁ। ଆବୁଧାବୀରେ ପିଚ୍ ଭିନ୍ନ ଥିଲା, ଏହା ଏକ ସାଧାରଣ ମ୍ୟାଚ।” ଦଳରେ ଦୁଇଟି ପରିବର୍ତ୍ତନ ହୋଇଛି – ଜସପ୍ରୀତ ବୁମରା ଓ ବରୁଣ ଚକ୍ରବର୍ତ୍ତୀ ଫେରିଛନ୍ତି, ଆର୍ଶଦୀପ ସିଂ ଓ ହର୍ଷିତ ରାଣାଙ୍କ ସ୍ଥାନରେ।

ସେହିପରି ପାକିସ୍ତାନ ଅଧିନାୟକ ସଲମାନ କହିଛନ୍ତି, “ଆମେ ମଧ୍ୟ ପ୍ରଥମେ ବୋଲିଂ କରିବାକୁ ଚାହିଁଥିଲୁ। ଏହା ଏକ ନୂଆ ମ୍ୟାଚ ଓ ନୂଆ ଚ୍ୟାଲେଞ୍ଜ। ପିଚ୍ କିଛି ଧୀମା ଦେଖାଯାଉଛି। ଆମେ ବ୍ୟାଟ ଓ ବଲରେ ଭଲ ଆରମ୍ଭ କରିବାକୁ ଚାହୁଁଛୁ।” ପାକିସ୍ତାନ ଦଳରେ ଦୁଇଟି ପରିବର୍ତ୍ତନ ହୋଇଛି – ହାସନ ନୱାଜ ଓ ଖୁଶଦିଲ ଶାହା ଖେଳୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?