Posted inଖେଳ

ଏସିଆ କପ୍ ୨୦୨୫: ଅଭିଷେକ ଶର୍ମାଙ୍କ ଝଡ଼ରେ ଭାରତ ୮ ଦିନରେ ଦୁଇଥର ପାକିସ୍ତାନକୁ ହରାଇଲା

ଆବୁଧାବି,୨୧।୯: ଏସିଆ କପ୍ ୨୦୨୫ରେ ଭାରତ ପାକିସ୍ତାନ ବିପକ୍ଷରେ ଆଉ ଏକ ବିଜୟ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଓ ତିଲକ ବର୍ମାଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତ ୬ ଓ୍ଵିକେଟରେ ବିଜୟୀ ହୋଇଛି। ଏହା ସହିତ ଭାରତ ଗତ ଆଠ ଦିନ ମଧ୍ୟରେ ପାକିସ୍ତାନକୁ ଦୁଇଥର ପରାସ୍ତ କରିଛି। ଏହା ସମସ୍ତ ଫର୍ମାଟରେ ପାକିସ୍ତାନ ବିପକ୍ଷରେ ଭାରତର ସପ୍ତମ କ୍ରମାଗତ ବିଜୟ। ଭାରତର ଏହି ପ୍ରାଧାନ୍ୟ ଏସିଆ କପ୍‌ରେ ତାଙ୍କର ଦବଦବାକୁ ଆହୁରି ସୁଦୃଢ଼ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri