Posted inଖେଳ

ଏସିଆ କପ୍ ୨୦୨୫: ଅଭିଷେକ ଶର୍ମାଙ୍କ ଝଡ଼ରେ ଭାରତ ୮ ଦିନରେ ଦୁଇଥର ପାକିସ୍ତାନକୁ ହରାଇଲା

ଆବୁଧାବି,୨୧।୯: ଏସିଆ କପ୍ ୨୦୨୫ରେ ଭାରତ ପାକିସ୍ତାନ ବିପକ୍ଷରେ ଆଉ ଏକ ବିଜୟ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଓ ତିଲକ ବର୍ମାଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତ ୬ ଓ୍ଵିକେଟରେ ବିଜୟୀ ହୋଇଛି। ଏହା ସହିତ ଭାରତ ଗତ ଆଠ ଦିନ ମଧ୍ୟରେ ପାକିସ୍ତାନକୁ ଦୁଇଥର ପରାସ୍ତ କରିଛି। ଏହା ସମସ୍ତ ଫର୍ମାଟରେ ପାକିସ୍ତାନ ବିପକ୍ଷରେ ଭାରତର ସପ୍ତମ କ୍ରମାଗତ ବିଜୟ। ଭାରତର ଏହି ପ୍ରାଧାନ୍ୟ ଏସିଆ କପ୍‌ରେ ତାଙ୍କର ଦବଦବାକୁ ଆହୁରି ସୁଦୃଢ଼ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri