Posted inଖେଳ

ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୯।୮: ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବ ଦଳର ଅଧିନାୟକ, ଶୁବମନ ଗିଲଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି, ଏହା ପୂର୍ବରୁ ଅକ୍ଷର ପଟେଲଙ୍କୁ ଦଳର ଉପ-ଅଧିନାୟକ ଭାବରେ ଦେଖାଯାଉଥିଲା। ଜସପ୍ରୀତ ବୁମରା ଏସିଆ କପରେ ଟିମ ଇଣ୍ଡିଆର ମୁଖ୍ୟ ବୋଲର ଭୂମିକା ନିର୍ବାହ କରିବେ। ଧଳା ବଲ ଫର୍ମାଟରେ ନିରନ୍ତର ଚମତ୍କାର ପ୍ରଦର୍ଶନ କରୁଥିବା ଶ୍ରେୟସ ଆୟରଙ୍କୁ ଦଳରେ ସ୍ଥାନ ମିଳିନାହିଁ ଏବଂ ମହମ୍ମଦ ସିରାଜଙ୍କୁ ମଧ୍ୟ ବାଦ ଦିଆଯାଇଛି।

୨୦୨୫ ଏସିଆ କପ ପାଇଁ ଭାରତୀୟ ଦଳ- ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଶୁବମନ ଗିଲ (ଉପ-ଅଧିନାୟକ), ଅଭିଷେକ ଶର୍ମା, ତିଳକ ଭର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଅକ୍ଷର ପଟେଲ, ଜିତେଶ ଶର୍ମା (ଉଇକେଟ୍‌ କିପର), ଜସପ୍ରୀତ ବୁମ୍‌ରା, ଅର୍ଶଦୀପ ସିଂ, ବରୁଣ ଚକ୍ରବର୍ତ୍ତୀ, କୁଳଦୀପ ଯାଦବ, ସଞ୍ଜୁ ସାମସନ (ଉଇକେଟ୍‌ କିପର) ଏବଂ ହର୍ଷିତ ରାଣା, ରିଙ୍କୁ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରକୁ ଯିବା ପୂର୍ବରୁ ଗଙ୍ଗାମାତାଙ୍କୁ ସ୍ମରଣ କରନ୍ତି ମତ୍ସ୍ୟଜୀବୀ, ମା’ଙ୍କ ବେକରେ ପିନ୍ଧାନ୍ତି…

ମହାକାଳପଡ଼ା,୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦଶ ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ସମୁଦ୍ର ଉପରେ ନିର୍ଭରକରି ପରିବାର ପ୍ରତିପୋଷଣ କରନ୍ତି। ସାମୁଦ୍ରିକ…

ଧରପଗଡ଼ ଜୋରଦାର୍‌: ସଟ୍ଟା କାରବାର, କିଙ୍ଗ୍‌ପିନ୍‌ ସମେତ ୪ ଗିରଫ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସଟ୍ଟା ଧରପଗଡ଼କୁ ଜୋରଦାର୍‌ କରିଛି। ସୋମବାର ସ୍ଥାନୀୟ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ତୋରା ସୂତାମିଲ୍‌ ପାଖରେ ଚାଲିଥିବା ଏକ ସଟ୍ଟା ଆଡ୍ଡା…

ମୁମ୍ବାଇ ଇଣ୍ଡିଆନ୍ସ ଛାଡି ଏହି ଦଳରେ ସାମିଲ ହେବେ ହାର୍ଦ୍ଦିକ ପାଣ୍ଡ୍ୟା! ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ IPL ୨୦୨୬ ପ୍ଲେଅଫ ଦୌଡ଼ରୁ ପ୍ରାୟ ବାହାର ହୋଇଗଲାଣି। ଯଦିଓ ବାକି ଚାରୋଟି ମ୍ୟାଚ ଜିତିଲେ ବି ସେମାନେ କେବଳ ୧୪ ପଏଣ୍ଟ…

କୁମ୍ଭୀର ପେଟରେ ନିଖୋଜ ବ୍ୟବସାୟୀ! ପୁରା ଘଟଣା ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ପ୍ରାୟ ପ୍ରତିଦିନ ସାରା ବିଶ୍ୱରେ ଏପରି ଘଟଣା ରିପୋର୍ଟ ହୁଏ, ଯାହା ମେରୁଦଣ୍ଡକୁ ଥରହର କରିଦିଏ। ଦକ୍ଷିଣ ଆଫ୍ରିକାରୁ ଏକ ସାମ୍ପ୍ରତିକ ଘଟଣା ଲୋକଙ୍କୁ ସ୍ତବ୍ଧ କରିଦେଇଛି।…

ମନ୍ଦିର ପାଇଁ ମଞ୍ଜୁର ଟଙ୍କାରେ ଘର ତିଆରି ଅଭିଯୋଗ: ବିଧାୟକ ପାଣ୍ଠିର ଦୁରୁପଯୋଗ 

ଗୁଣପୁର,୬।୫(ସଂକେତ ପାତ୍ର): ରାୟଗଡ଼ା  ଜିଲା ଗୁଣପୁର ବ୍ଲକ ଅଧୀନ ମେରିଙ୍ଗି ଗ୍ରାମରେ ଅବସ୍ଥିତ ମାତାରବନମ୍‌ ମନ୍ଦିର ଉନ୍ନତି ପାଇଁ ମଞ୍ଜୁରି ହୋଇଥିବା ବିଧାୟକ ପାଣ୍ଠିର ଦୁରୁପଯୋଗ ହୋଇଥିବା…

ବଢୁଛି ମୋହନଙ୍କ ପତିଆରା: ଗୋଟିଏ ପରେ ଗୋଟିଏ ଗୁରୁଦାୟିତ୍ୱ ଦେଉଛି ଭାଜପା

ଭୁବନେଶ୍ୱର,୬ା୫(ସୁନିତ୍‌ ମିଶ୍ର):ପଶ୍ଚିମବଙ୍ଗରେ ଭାଜପା ଏକାକୀ ସରକାର ଗଠନ କରିବାକୁ ଯାଉଛି। ଭାଜପା ବିଧାୟକ ଦଳ ନେତା ବାଛିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ…

ଇମୋଶନାଲ୍‌ ହୋଇ ଏ କ’ଣ କହିଦେଲେ ଥଲାପତି ବିଜୟ: ଚାରିଆଡେ ହେଉଛି ଚର୍ଚ୍ଚା

ଚେନ୍ନାଇ,୬।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇଛି। ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଏକ ବିବୃତ୍ତି ଜାରି କରି ରାଜ୍ୟବାସୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି।…

ଏଠାର ପୋଲିସ ସେଠାରେ

କେନ୍ଦ୍ର ଓ ରାଜ୍ୟ ଏବଂ ରାଜ୍ୟ-ରାଜ୍ୟ ମଧ୍ୟରେ ଉତ୍ତମ ସମ୍ପର୍କ ବଜାୟ ରଖିବା ଦିଗରେ ସଂଘୀୟ ବ୍ୟବସ୍ଥା ପ୍ରମୁଖ ଭୂମିକା ନିର୍ବାହ କରିଥାଏ। ହେଲେ ଭାରତରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri