Posted inଖେଳ

ଏସିଆ କପ ଫାଇନାଲ୍‌: ଟସ୍‌ ଜିତିଲା ପାକିସ୍ତାନ

ଦୁବାଇ,୧୧।୯:ଏସିଆ କପ ଟି-୨୦ ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି। ଟାଇଟଲ ମ୍ୟାଚରେ ପାଞ୍ଚ ଥର ଚାମ୍ପିୟନ ଶ୍ରୀଲଙ୍କା ଏବଂ ଦୁଇଥର ଚାମ୍ପିୟନ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଏସିଆ କପ ଫାଇନାଲରେ ଉଭୟ ଦଳ ଚତୁର୍ଥ ଥର ପାଇଁ ଭେଟୁଛନ୍ତି। ପୂର୍ବ ମୁକାବିଲାରେ ଶ୍ରୀଲଙ୍କା ଏବଂ ପାକିସ୍ତାନ ଦଳ ଦୁଇଥର ଲେଖାଏ ଜିତିଛନ୍ତି।
ଏପର୍ଯ୍ୟନ୍ତ ଟି-୨୦ ଫର୍ମାଟରେ ଦୁଇ ଦଳ ମଧ୍ୟରେ ହୋଇଥିବା ମ୍ୟାଚ୍‌ରେ ପାକିସ୍ତାନ ଦଳ ଭାରି ରହିଛି। ଦୁଇ ଦେଶ ମଧ୍ୟରେ ଖେଳାଯାଇଥିବା ୨୨ ଟି-୨୦ ମ୍ୟାଚରେ ୧୩ଟି ମ୍ୟାଚ ପାକିସ୍ତାନ ଜିତିଥିବାବେଳେ ୯ଟି ମ୍ୟାଚ ଶ୍ରୀଲଙ୍କା ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri