Posted inଖେଳ

ଆଜିଠୁ ଏସିଆ କପ୍‌ ହକି, ମୁହାଁମୁହିଁ ହେବେ ୮ ଟିମ୍‌

ପାଟ୍‌ନା,୨୯ା୮: ଆଜି ଅର୍ଥାତ୍‌ ଶୁକ୍ରବାରଠାରୁ ବିହାରରେ ବହୁ ପ୍ରତୀକ୍ଷିତ ଏସିଆ କପ୍‌ ହକି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ଆସନ୍ତା ସେପ୍ଟେମ୍ବର ୭ ପର୍ଯ୍ୟନ୍ତ ଚାଲିବ। ଏହି ପ୍ରତିଯୋଗିତାରେ ଏସିଆ ମହାଦେଶର ୮ଟି ଟିମ୍‌ ମୁହାଁମୁହିଁ ହେବେ। ପୁଲ ଏ’ରେ ଭାରତ ସମେତ ଚାଇନା, ଜାପାନ ଓ କାଜାକସ୍ତାନ। ସେହିପରି ପୁଲ ବି’ରେ ମାଲେସିଆ, କୋରିଆ, ବାଂଲାଦେଶ ଓ ଚାଇନିଜ ତାଇପେଇ ଭାଗ ନେବେ।

୨୦୨୬ FIH ବିଶ୍ୱକପ୍‌ରେ ସିଧାସଳଖ ପ୍ରବେଶ କରିବେ ଏସିଆ କପ୍‌ ବିଜେତା। ଆସନ୍ତା ବର୍ଷ ନେଦରଲାଣ୍ଡସ୍‌ ଏବଂ ବେଲଜିୟମ୍‌ରେ ହେବ FIH ପୁରୁଷ ବିଶ୍ୱକପ। ହରମନପ୍ରୀତ୍‌ ସିଂହଙ୍କ ନେତୃତ୍ୱରେ ଖେଳିବ ୧୮ ଜଣିଆ ଭାରତୀୟ ଦଳ। ଟିମ୍‌ରେ ୩ ଓଡ଼ିଆ ଅମିତ୍‌ ରୋହିଦାସ, ଶିଳାନନ୍ଦ ଲାକ୍ରା ଓ ନୀଲମ ସଞ୍ଜୀପ ଖେସ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?