Posted inଖେଳ

ଭାରତ ଡବ୍ଲ୍ୟୁଟିସି ଫାଇନାଲରେ ପ୍ରବେଶ କଲେ ବାତିଲ ହେବ ଏସିଆ କପ୍‌

କରାଚୀ,୨୮।୨ : ଆସନ୍ତା ୪ ତାରିଖରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୪ ମ୍ୟାଚ୍‌ ଟେଷ୍ଟ ସିରିଜ୍‌ର ଅନ୍ତିମ ମ୍ୟାଚ୍‌। ଏହି ମ୍ୟାଚ୍‌କୁ ଅତିକମ୍‌ରେ ଡ୍ର’ ରଖିବାକୁ ସକ୍ଷମ ହେଲେ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲରେ ପ୍ରବେଶ କରିବ। କିନ୍ତୁ ଏଭଳି ହେଲେ ଚଳିତ ବର୍ଷ ଏସିଆ କପ୍‌ ଆୟୋଜନ ହୋଇପାରିବ ନାହିଁ। କାରଣ ଏସିଆ ଭିତ୍ତିକ ଇଭେଣ୍ଟ ଚଳିତ ବର୍ଷ ଜୁନରେ ଆୟୋଜନ ହେବାର ଅଛି। ଆଉ ସେହି ମାସରେ ଖେଳାଯିବର ଅଛି ଡବ୍ଲ୍ୟୁଟିସି ଫାଇନାଲ। ଯଦି ଭାରତ ଡବ୍ଲ୍ୟୁଟିସି ଫାଇନାଲରେ ପ୍ରବେଶ କରିବାରେ ସଫଳ ହୁଏ, ତେବେ ଏସିଆ କପ୍‌ ଆୟୋଜନ ହୋଇପାରିବ ନାହିଁ ବୋଲି କହିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ଏହସାନ ମାନି ।

” ଏସିଆ କପ୍‌ ଗତବର୍ଷ ଆୟୋଜିତ ହେବାର ଥିଲା। କିନ୍ତୁ ଏହାକୁ ଚଳିତ ବର୍ଷକୁ ଘୁଞ୍ଚାଇ ଦିଆଯାଇଥିଲା। ଚଳିତ ବର୍ଷ ମଧ୍ୟ ଏହି ଟୁର୍ନାମେଣ୍ଟ ଆୟୋଜନ ହେବା ଭଳି ଲାଗୁନି। କାରଣ ଡବ୍ଲ୍ୟୁଟିସି ଫାଇନାଲ ଜୁନରେ ହେବାକୁ ଯାଉଛି। ସେହି ମାସରେ ଏସିଆ କପ୍‌ ଆୟୋଜନ କରିବାକୁ ଚାହୁଁଛି ଶ୍ରୀଲଙ୍କା “ ବୋଲି ଖବରଦାତା ସମ୍ମିଳନୀରେ ମାନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ

ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ…

ମହାରାଷ୍ଟ୍ରରେ ଫୁଲବାଣୀ ଗଞ୍ଜେଇର ଚାହିଦା: ସମ୍ମୁଖରୁ ୫ ନିଶା ମାଫିଆଙ୍କୁ ଧରିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା, ୩୧ା୧୦ (ପ୍ରଭାତ ପାଣିଗ୍ରାହୀ): ଫୁଲବାଣୀରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚାଲାଣ ପାଇଁ ଚାଲିଥିଲା ଯୋଜନାବଦ୍ଧ କାରବାର। ଦୁଇଟି ଦାମୀ କାର୍‌ରେ ପ୍ରାୟ ଏକ କ୍ୱିଣ୍ଟାଲ ଗଞ୍ଜେଇ ନେଇ…

ପୁଣି ସମ୍ଭାବ୍ୟ ଲଘୁଚାପକୁ ନେଇ ଆତଙ୍କିତ ଲୋକେ: ବନ୍ୟାରେ ଘରଦ୍ୱାର, ଚାଷଜମି କ୍ଷତିଗ୍ରସ୍ତ; ଜୀବିକା ହରାଇଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ, ୩୧ା୧୦ (ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ମହାବାତ୍ୟାର ରୂପ ନେଇ ଲୋକଙ୍କ ଜୀବନଜୀବିକାକୁ ଅସ୍ତବ୍ୟସ୍ତ କରିଦେଇଥିବା ବେଳେ ପୁଣି ଏକ ସାମୁଦ୍ରିକ ଝଡ଼ ସୃଷ୍ଟି…

ବନ୍ୟାଞ୍ଚଳରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍: କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ, ନବୀନଙ୍କୁ ଦିଆଯିବ ରିପୋର୍ଟ

ପାତ୍ରପୁର, ୩୧ା୧୦ (ଉମା ଚରଣ ନେପାକ): ବାତ୍ୟା ପରବର୍ତ୍ତୀ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ପାତ୍ରପୁର ଅଞ୍ଚଳର କ୍ଷତିଗ୍ରସ୍ତ ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?