Posted inଖେଳ

ଏସିଆନ ଗେମ୍ସ ୨୦୨୩: ତିଳକ ବର୍ମାଙ୍କୁ ଟିମ୍‌ ଇଣ୍ଡିଆରେ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୫।୭: ଏସିଆନ ଗେମ୍ସ ୨୦୨୩ ପାଇଁ ଭାରତ ଦଳ ଘୋଷଣା କରିଛି। ଋତୁରାଜ ଗାୟକୱାଡଙ୍କୁ ଅଧିନାୟକତ୍ୱ ଦିଆଯାଇଛି। ଏହି ଟୁର୍ନାମେଣ୍ଟ ପାଇଁ ଟିମ ଇଣ୍ଡିଆ ଅନେକ ନୂତନ ଖେଳାଳିଙ୍କୁ ସୁଯୋଗ ଦେଇଛି। ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି ତିଳକ ବର୍ମା ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗରେ ସ୍ଥାନ ପାଇଛନ୍ତି। ଘରୋଇ ମ୍ୟାଚରେ ତିଳକ ଭଲ ପ୍ରଦର୍ଶନ କରିସାରିଛନ୍ତି। ତିଳକଙ୍କ ସହ କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ମଧ୍ୟ ଦଳରେ ଅଛନ୍ତି।

ତିଳକ ଲିଷ୍ଟ ଏରେ ୨୫ ମ୍ୟାଚରେ ୧୨୩୬ ରନ ସଂଗ୍ରହ କରିଛନ୍ତି। ଏହି ସମୟ ମଧ୍ୟରେ ୫ ଶତକ ଏବଂ ୫ ଅର୍ଦ୍ଧ ଶତକ ସ୍କୋର କରିଛନ୍ତି। ଏହି ଫର୍ମାଟରେ ସେ ୮ଟି ଉଇକେଟ୍‌ ବି ନେଇଛନ୍ତି। ସେ ଫାଷ୍ଟ କ୍ଲାସ ମ୍ୟାଚର ୧୩ ଇନିଂସରେ ୪୮୦ ରନ ସଂଗ୍ରହ କରିଛନ୍ତି। ଏଥିରେ ଏକ ଶତକ ଏବଂ ୨ ଅର୍ଦ୍ଧଶତକ ହାସଲ କରିଛନ୍ତ। ୪୭ ଟି -୨୦ ମ୍ୟାଚରେ ତିଳକ ୧୪୧୮ ରନ ସଂଗ୍ରହ କରିଛନ୍ତି। ଏହି ସମୟ ମଧ୍ୟରେ ସେ ୧୦ ଅର୍ଦ୍ଧଶତକ ହାସଲ କରିଥିଲେ। ତାଙ୍କର ଶ୍ରେଷ୍ଠ ଟି -୨୦ ସ୍କୋର ୮୪ ରନ ରହିଛି। ତିଳକଙ୍କ ବର୍ତ୍ତମାନର ପ୍ରଦର୍ଶନ ଦେଖିବା ପରେ ତାଙ୍କୁ ଟିମ ଇଣ୍ଡିଆରେ ସ୍ଥାନ ମିଳିଛି।

ଏସିଆନ ଗେମ୍ସ ୨୦୨୩ : ଋତୁରାଜ ଗାୟକୱାଡ (ଅଧିନାୟକ), ଯଶସ୍ବୀ ଜୟସ୍ବାଲ, ରାହୁଲ ତ୍ରିପାଠୀ, ତିଳକ ବର୍ମା, ରିଙ୍କୁ ସିଂ, ଜିତେଶ ଶର୍ମା (ଉଇକେଟ୍‌ କିପର), ୱାଶିଂଟନ ସୁନ୍ଦର, ଶାହବାଜ ଅହମ୍ମଦ, ରବି ବିଷ୍ଣୋଇ, ଆବେଶ ଖାନ, ଅର୍ଶଦୀପ ସିଂ, ମୁକେଶ କୁମାର, ଶିବମ ମାବି, ଶିବମ ଦୁବେ, ପ୍ରଭାସୀମରନ ସିଂ (ଉଇକେଟ୍‌ କିପର)।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri