Posted inଖେଳ

ଇତିହାସ ରଚିଲା ନେପାଳ

ହାଙ୍ଗଝୋ,୨୭।୯: ନେପାଳ ପୁରୁଷ ଦଳ ବୁଧବାର ମୋଙ୍ଗୋଲିଆ ବିପକ୍ଷ ଏସିଆନ ଗେମ୍ସ ଗ୍ରୁପ ମ୍ୟାଚ ସମୟରେ ଇତିହାସ ରଚିଛି। ହାଙ୍ଗଝୋରେ ପୁରୁଷ କ୍ରିକେଟର ଉଦ୍‌ଘାଟନୀ ମ୍ୟାଚରେ ନେପାଳ ଟି -୨୦ କ୍ରିକେଟର ଅନେକ ରେକର୍ଡ ଭାଙ୍ଗିଛି। ସୋମବାର ମହିଳା କ୍ରିକେଟରେ ଭାରତ ସ୍ବର୍ଣ୍ଣ ପଦକ ଜିତିବା ପରେ ପୁରୁଷ ଇଭେଣ୍ଟର ପ୍ରଥମ ମ୍ୟାଚରେ ବିଶ୍ୱ ରେକର୍ଡ ସୃଷ୍ଟି ହୋଇଛି। ନେପାଳ ୨୦ ଓଭରରେ ୩୧୪/୩ର ଅବିଶ୍ୱସନୀୟ ସ୍କୋର କରିଛି ଏବଂ ଟି -୨୦ କ୍ରିକେଟରେ ୩୦୦ମାର୍କ ଅତିକ୍ରମ କରିଥିବା ପ୍ରଥମ ଦଳ ହୋଇପାରିଛି। ଏସିଆନ ଗେମ୍ସ ମ୍ୟାଚକୁ ଅନ୍ତର୍ଜାତୀୟ ଟି -୨୦ ମାନ୍ୟତା ଦିଆଯିବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ନିଶ୍ଚିତ କରିସାରିଛି।

ଏଥିସହ, ଦିପେନ୍ଦ୍ର ସିଂ ଆରି ଟି -୨୦ ଅର୍ଦ୍ଧଶତକ ପାଇଁ ଯୁବରାଜ ସିଂଙ୍କ ଦୀର୍ଘ ଦିନର ରେକର୍ଡ ଭାଙ୍ଗିଛନ୍ତି। ୨୦୦୭ ବିଶ୍ୱକପ୍‌ ସମୟରେ ଇଂଲଣ୍ଡ ବିପକ୍ଷରେ ୧୨ଟି ବଲରେ ଯୁବରାଜ ଅର୍ଦ୍ଧଶତକ ହାସଲ କରିଥିଲେ। ସମାନ ଇନିଂସରେ ସେ ଗୋଟିଏ ଓଭରରେ ୬ଟି ଛକା ମାରିଥିଲେ। ସେହିପରି ଦିପେନ୍ଦ୍ର ସିଂ ମାତ୍ର ୯ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri