Posted inଖେଳ

ଏସୀୟ ଜୁଜୁଟ୍‌ସୁ: ଚୟନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ଅନୁପମା

ଭୁବନେଶ୍ୱର,୫ା୨(ସ୍ପୋଟର୍‌ସ ବ୍ୟୁରୋ): ଏସୀୟ ଜୁଜୁଟ୍‌ସୁ ପ୍ରତିଯୋଗିତା ପାଇଁ ଭାରତୀୟ ଦଳର ମନୋନୟନ ଶିବିରରେ ଅଂଶଗ୍ରହଣ କରିବେ ଓଡ଼ିଶାର ଅନୁପମା ସ୍ବାଇଁ। ରବିବାର ଦିଲ୍ଲୀର ପ୍ରୋ ଫାଇଟ୍‌ କ୍ଲବରେ ଭାରତୀୟ ଦଳ ଚୟନ ହେବ। ଥାଇଲାଣ୍ଡରେ ଫେବୃୟାରୀ ୨୩ରୁ ୨୮ ଯାଏ ସପ୍ତମ ଏସୀୟ ଜୁଜୁଟ୍‌ସୁ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହା ପୂର୍ବରୁ ଅନୁପମା ୩ଥର ଏସୀୟ ଜୁଜୁଟ୍‌ସୁ ପ୍ରତିଯୋଗିତାରେ ଭାଗ ନେଇ ୩ଟି ପଦକ ମଧ୍ୟ ହାସଲ କରିଛନ୍ତି। ଓଡ଼ିଶା ପୋଲିସରେ କାର୍ଯ୍ୟରତ ଅନୁପମା ଓ୍ବାଲର୍‌ଡ ମାଷ୍ଟର୍ସ ମାର୍ସିଆଲ ଆର୍ଟସରେ ବ୍ରୋଞ୍ଜ ପଦକ ମଧ୍ୟ ହାସଲ କରିଥିଲେ। ବିଗତ ୪ ବର୍ଷ ଧରି ଜାତୀୟ ଜୁଜୁଟ୍‌ସୁ ପ୍ରତିଯୋଗିତାରେ ସେ ସ୍ବର୍ଣ୍ଣ ପଦକ ମଧ୍ୟ ହାସଲ କରିଛନ୍ତି। ଏସୀୟ ପ୍ରତିଯୋଗିତା ପାଇଁ ଅନୁପମାଙ୍କୁ ଶୁଭକାମନା ଜଣାଇଛି ରାଜ୍ୟ ଜୁଜୁଟ୍‌ସୁ ସଂଘ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ଏସିଆ କପ୍‌ ପରେ ହଠାତ୍‌ ଇସ୍ତଫା ଦେଲେ ଅଧିନାୟକ, ନିଷ୍ପତ୍ତିରେ ବୋର୍ଡ ଚକିତ

ଢାକା: ବାଂଲାଦେଶ ମହିଳା କ୍ରିକେଟ ଦଳରେ ହଠାତ୍‌ ହଲଚଲ ସୃଷ୍ଟି ହୋଇଛି। ଏସିଆ କପ୍‌ ୨୦୨୬ ଶେଷ ହେବା ପରେ ନିଗାର ସୁଲତାନା ଟି-୨୦ ଦଳର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?