Posted inଖେଳ

ଏସିଆନ ସର୍ଫିଙ୍ଗ: ପ୍ରଥମ ଭାରତୀୟ ଭାବେ ପଦକ ଜିତିଲେ ରମେଶ ବୁଦ୍ଧିଆଲ

ଚେନ୍ନାଇ,୧୦ା୮: ରମେଶ ବୁଦ୍ଧିଆଲ ପ୍ରଥମ ଭାରତୀୟ ଭାବେ ଏସିଆନ ସର୍ଫିଙ୍ଗ ଚାମ୍ପିୟନଶିପ୍‌ରେ ପଦକ ଜିତିବାର ଗୌରବ ଅର୍ଜନ କରିଛନ୍ତି। ସେ ଓପନ ପୁରୁଷ କାଟେଗୋରିରେ ଏକ ବ୍ରୋଞ୍ଜ ପଦକ ଲାଭ କରିଛନ୍ତି। ବୁଦ୍ଧିଆଲ ଆହୁରି ମଧ୍ୟ ଦେଶର ପ୍ରଥମ ଭାବେ ଇଭେଣ୍ଟର ପଦକ ରାଉଣ୍ଡକୁ ଉନ୍ନୀତ ହୋଇଥିଲେ।

ସେ ୧୨.୬୦ ପଏଣ୍ଟ ସହ ବ୍ରୋଞ୍ଜ ପଦକ ଲାଭ କରିଥିଲେ। କୋରିଆର କାନୋଆ ହିଜାଏ ୧୫.୧୭ ପଏଣ୍ଟ ସହ ସ୍ବର୍ଣ୍ଣ ପଦକ ଲାଭ କରିଥିବାବେଳେ ଇଣ୍ଡୋନେସିଆର ପାଜାର ଆରିୟାନା (୧୪.୫୭ ପଏଣ୍ଟ)ଙ୍କୁ ରୌପ୍ୟ ମିଳିଛି। ଓପନ ମହିଳା କାଟେଗୋରିରେ ଜାପାନର ଆନ୍‌ରି ମାଷ୍ଟୁନୋ (୧୪.୯୦ ପଏଣ୍ଟ) ଏକ କଡ଼ା ମୁକାବିଲାରେ ତାଙ୍କ ଦେଶର ସୁମୋକୋ ସାତୋ (୧୩.୭୦)ଙ୍କୁ ପଛରେ ପକାଇ ସ୍ବର୍ଣ୍ଣ ଜିତିଥିଲେ।

ଥାଇଲାଣ୍ଡର ଇସାବଲେ ହିଗ୍ସ (୧୧.୭୫ ପଏଣ୍ଟ) ବ୍ରୋଞ୍ଜ ପଦକ ପାଇଛନ୍ତି। ପୂର୍ବରୁ ୧୮ ବର୍ଷରୁ କମ୍‌ ବାଳକ କାଟେଗୋରିରେ କୋରିଆର କାନୋଆ ହିଜାଏ ୧୪.୩୩ ପଏଣ୍ଟ ସହ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଚାଇନାର ଶିଡଙ୍ଗ୍‌ ଉ’ (୧୩.୧୦) ଓ ଶୁଲୋଉ ଜିଆଙ୍ଗ (୮) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ଜିତିଥିଲେ। ୧୮ବର୍ଷରୁ କମ୍‌ ବାଳିକା ବିଭାଗରେ ଚାଇନାର ସିକି ୟାଙ୍ଗ୍‌ ଆଧିପତ୍ୟ ବିସ୍ତାର କରି ୧୪.୫୦ ପଏଣ୍ଟ ସହ ସ୍ବର୍ଣ୍ଣ ପଦକ ପାଇଥିବାବେଳେ ତାଙ୍କ ଦେଶର ଶୁହାନ୍‌ ଜିନ୍‌ (୧୦.୩୩) ଦ୍ୱିତୀୟ ସ୍ଥାନ ସହ ରୌପ୍ୟ ଜିତିଥିଲେ। ଥାଇଲାଣ୍ଡର ଇସାବେଲ (୮.୧୦ ପଏଣ୍ଟ)ଙ୍କୁ ବ୍ରୋଞ୍ଜ ପଦକ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

ଦୌଡ଼ରାଣୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଲିମ୍ପିକ ଆସୋସିଏସନର ସଭାପତି ଏବଂ ରାଜ୍ୟ ସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ବାମୀ ଭି. ଶ୍ରୀନିବାସନଙ୍କ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ…

T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri