Posted inଖେଳ

ଭାରତରେ ହେବ ଏସିଆନ ସୁଇମିଂ ଚାମ୍ପିୟନଶିପ୍‌

ନୂଆଦିଲ୍ଲୀ,୨୦ା୩: ଖୁସି ଖବର। ଭାରତ ଏସିଆନ ସୁଇମିଂ ଚାମ୍ପିୟନଶିପ୍‌ର ୧୧ଶ ସଂସ୍କରଣର ଆୟୋଜକ ହୋଇଛି। ଏହି ଇଭେଣ୍ଟ ଅହମ୍ମଦାବାଦସ୍ଥିତ ନାରଣପୁର ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଅକ୍ଟୋବର ୧ରୁ ୧୫ ପର୍ଯ୍ୟନ୍ତ ହେବ। ଜାତୀୟ ମହାସଂଘ ତରଫରୁ ଗୁରୁବାର ଏହା ଘୋଷଣା କରାଯାଇଛି।

ଦେଶରେ ପ୍ରଥମ ଥର ଆୟୋଜନ ହେବାକୁ ଯାଉଥିବା ଏହି ମହାଦେଶୀୟ ଇଭେଣ୍ଟରେ ଜାପାନ ଓ କୋରିଆର ସନ୍ତରଣକାରୀମାନେ ଅଂଶଗ୍ରହଣ କରିବେ ବୋଲି ଭାରତ ସନ୍ତରଣ ମହାସଂଘ ସାଧାରଶ ସମ୍ପାଦକ ମୋନାଲ ଚୋସ୍କି ପ୍ରକାଶ କରିଛନ୍ତି।

ଭାରତ ୨୦୧୯ରେ ଶେଷଥର ପାଇଁ ଏକ ଇଣ୍ଟରନ୍ୟାଶନାଲ ସୁଇମିଂ ଇଭେଣ୍ଟ (୧୦ମ ଏସିଆନ୍‌ ଏଜ୍‌ ଚାମ୍ପିୟନଶିପ୍‌) ଆୟୋଜନ କରିଥିଲା। ଚାମ୍ପିୟନଶିପ୍‌ରେ ସୁଇମିଂ, ଡ୍ରାଇଭିଂ, ଆର୍ଟିଷ୍ଟିକ୍‌ ସୁଇମିଂ ଓ ଓ୍ବାଟର ପୋଲୋ ଆଦି ଇଭେଣ୍ଟ ସ୍ଥାନ ପାଇବ।

ଭାରତର ୨୦୩୬ ଅଲିମ୍ପିକ ବିଡ୍‌ ପାଇଁ ଅହମ୍ମଦାବାଦକୁ ମୁଖ୍ୟ କେନ୍ଦ୍ରସ୍ଥଳ ଭାବେ ପ୍ରତିପାଦନ କରାଯାଉଛି।ଏସିଆନ ଚାମ୍ପିୟନଶିପ୍‌ ପାଇଁ ଜାତୀୟ ଜୁନିୟର ଚାମ୍ପିୟନଶିପ୍‌କୁ ଏକ ଟେଷ୍ଟ ଇଭେଣ୍ଟ ଭଳି ମନେକରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି। ସିବିଏସ୍‌ ରିପୋର୍ଟ ଅନୁଯାୟୀ ଆକ୍ରମଣରେ…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

ବ୍ରିକ୍ସ (BRICS) ସମ୍ମିଳନୀର ମିଳିତ ଘୋଷଣାନାମା ଉପରେ ଆଲୋଚନା: ଭାରତ ପାଇଁ ବଡ଼…

ନୂଆଦିଲ୍ଲୀ,୧୦।୯: ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ମିଳିତ ଘୋଷଣାନାମା ପ୍ରସ୍ତୁତି କ୍ଷେତ୍ରରେ ଏକ ବାଧା ଉପୁଜିଛି। ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀ ପାଇଁ…

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri