କୁଏତରେ ନୁପୁରଙ୍କ ବିରୋଧରେ ପ୍ରଦର୍ଶନ, ଭାରତୀୟ ସମେତ ଏସିଆ ନାଗରିକ ଗିରଫ , ଭିଜା ରଦ୍ଦ

କୁଏତ,୧୩ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ପ୍ରବକ୍ତା ନୁପୁର ଶର୍ମାଙ୍କ ବିରୋଧରେ ଜୁନ ୧୦ରେ ଫହାହିଲ ଅଞ୍ଚଳରେ ବିରୋଧ ପ୍ରଦର୍ଶନ କରୁଥିବା ଭାରତୀୟଙ୍କ ସମେତ ଅଣପ୍ରବାସୀ ଏସିଆ ନାଗରିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ନିଆଯାଇଛି । ଏମାନଙ୍କୁ ଗିରଫ କରାଯାଇଛି ଓ ଏବେ ସେମାନଙ୍କୁ ନିଜ ନିଜ ଦେଶକୁ ପଠାଇ ଦିଆଯିବ ।
ସୂଚନାଯୋଗ୍ୟ, ଫହାହିଲ ଅଞ୍ଚଳରେ ଏମାନେ ଯେତେବେଳେ ଏକାଠି ହୋଇ ବିରୋଧ ପ୍ରଦର୍ଶନ କରୁଥିଲେ ଖବର ପାଇ ବହୁ ସଂଖ୍ୟାରେ ପୋଲିସ ସେଠାରେ ପହଞ୍ଚିଥିଲେ । ଏହାପରେ ସମସ୍ତଙ୍କୁ ଏକାଠି ଟ୍ରକଯୋଗେ ସେଠାରୁ ନିଆଯାଇଥିଲା । ଆଇନ ଉଲ୍ଲଂଘନ ଅଭିଯୋଗରେ ସମସ୍ତଙ୍କ ଭିଜା ରଦ୍ଦ କରାଯିବା ସହ ବିରୋଧ ପ୍ରଦର୍ଶନ କରୁଥିବା ଲୋକଙ୍କୁ ନିର୍ବାସନ କେନ୍ଦ୍ରକୁ ପଠାଇ ଦିଆଯାଇଥିଲା । ଏବେ ଏହି ସମସ୍ତ ପ୍ରବାସୀ ନାଗରିକଙ୍କୁ ସେମାନଙ୍କ ଦେଶକୁ ପଠାଇ ଦିଆଯିବ । ଏବେ ପୋଲିସ ଯାଞ୍ଚ କରୁଛି ଯେ ଏମାନଙ୍କୁ ବିରୋଧ ପ୍ରଦର୍ଶନ କରିବାକୁ କିଏ ଉସକାଇଥିଲା ।
ନିର୍ବାସିତ କେନ୍ଦ୍ର ପଠାଯାଇଥିବା ସମସ୍ତ ଭାରତୀୟ ସମେତ ଏସିଆ ନାଗରିକଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଏମାନେ ଦ୍ୱିତୀୟ ଥର କୁଏତ ପ୍ରବେଶ କରିପାରିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି...

ନେତାନ୍ୟାହୁଙ୍କୁ ଇସ୍ରାଏଲ୍‌ରେ ବିରୋଧ

ଜେରୁଜେଲମ୍‌,୩୧।୪:ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଓ ଇରାନକୁ ଟାର୍ଗେଟ କରୁଥିବାବେଳେ ଦେଶ ଭିତରେ ତାଙ୍କୁ ଘୋର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଅକ୍ଟୋବର ୭ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri