Posted inଜାତୀୟ

ରାହୁଲଙ୍କ ସହିତ ପଦଯାତ୍ରାରେ ଲାଲ ଶାଢ଼ିରେ ଏସିଆର ପ୍ରଥମ ମହିଳା ଡ୍ରାଇଭର…

ନୂଆଦିଲ୍ଲୀ, ୧୦।୯ : ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ଯାତ୍ରା ତୃତୀୟ ଦିନରେ ପହଞ୍ଚିଛି। କନ୍ୟାକୁମାରୀରେ ଭାରତ ଯୋଡ ଯାତ୍ରା ପାଇଁ କଂଗ୍ରେସ ନେତାମାନେ ପଦଯାତ୍ରା କରୁଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ସହ ଲାଲ ରଙ୍ଗର ଶାଢ଼ିରେ ଦେଖାଯାଇଥିବା ଜଣେ ମହିଳାଙ୍କୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ମହିଳା କେବଳ ରାହୁଲଙ୍କୁ ସମର୍ଥନ ଜଣାଇ ଭାରତ ଯୋଡ ଯାତ୍ରାରେ ପଦଯାତ୍ରା କରିଛନ୍ତି।

ଲାଲ ଶାଢ଼ିରେ ଦେଖାଯାଇଥିବା ଏହି ମହିଳାଙ୍କ ନାମ ହେଉଛି ଏମ ବସନ୍ତକୁମାରୀ। ବସନ୍ତକୁମାରୀ ୨୩ ବର୍ଷରୁ ଅଧିକ ସମୟ ଧରି ବସ ଚଳାଉଥିଲେ। ସେ ଏସିଆର ପ୍ରଥମ ମହିଳା ବସ ଡ୍ରାଇଭର। ବସନ୍ତକୁମାରୀ ଚେନ୍ନାଇର ବାସିନ୍ଦା।

ବସନ୍ତକୁମାରୀଙ୍କ ଜୀବନ କଷ୍ଟକର ଥିଲା। ପିଲାଦିନରେ ତାଙ୍କ ମା’ଙ୍କର ମୃତ୍ୟୁ ପରେ ବାପା ଅନ୍ୟ ଜଣେ ମହିଳାଙ୍କୁ ବିବାହ କରିଥିଲେ। ୧୯ ବର୍ଷ ବୟସରେ, ସେ ଜଣେ ବ୍ୟକ୍ତିଙ୍କୁ ବିବାହ କରିଥିଲେ ଯିଏ ପୂର୍ବରୁ ଚାରି ସନ୍ତାନର ପିତା ଥିଲେ। ତାଙ୍କର ଦୁଇଟି ସନ୍ତାନ ମଧ୍ୟ ଅଛନ୍ତି। ସ୍ବାମୀଙ୍କ ବେତନ ଘର ଚଳାଇବା କଷ୍ଟକର ହୋଇପଡିଥିଲା ତେଣୁ ସେ ବସ ଚଳାଇବାକୁ ଚିନ୍ତା କରିଥିଲେ। ଗାଡି ଚଳାଇବା ପାଇଁ ତାଙ୍କର ପୂର୍ବରୁ ଆଗ୍ରହ ଥିଲା, ତେଣୁ ସେ ଏହା କରିବାକୁ ପଛଘୁଞ୍ଚା ଦେଇ ନଥିଲେ । ଏବେ ଭାରତ ଯୋଡ ଯାତ୍ରାରେ ଯୋଗଦେଇ ସେ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri