ଆସିକା ପ୍ରବେଶପଥ ସିଲ୍‌

ଆସିକା,୧ା୭(ଡି.ଏନ୍‌.ଏ) ଆସିକା ସହରାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜନସମାଗମକୁ ରୋକିବା ଲକ୍ଷ୍ୟରେ ପ୍ରଶାସନ ପକ୍ଷରୁ ସହରର ମୁଖ୍ୟ ପ୍ରବେଶ ପଥକୁ ବୁଧବାର ସିଲ କରାଯାଇଛି ା ବସଷ୍ଟାଣ୍ଡରୁ ସହର ମଧ୍ୟକୁ ଆସୁଥିବା ବସଷ୍ଟାଣ୍ଡ ସଂଲଗ୍ନ ଖମ୍ବେଶ୍ୱରୀ ଗେଟ, କୁମ୍ଭାର ସାହି ଛକ, ସିନେମାହଲ ରାସ୍ତାକୁ ବ୍ୟାରିକେଡ୍‌ କରାଯାଇ ସିଲ କରାଯାଇଛି ା ଲକ୍ଷ୍ମୀବଜାର, ବିନାୟକ ବଜାର ଆଦି ଅଞ୍ଚଳରେ ଦୋକାନ ବଜାର ଖୋଲା ରହିଥିଲେ ମଧ୍ୟ ଭିଡ଼ ରୋକିବା ଓ ବିନା କାରଣରେ ସହର ମଧ୍ୟକୁ ପ୍ରବେଶ କରୁଥିବା ଜନସାଧାରଣଙ୍କୁ ନିୟନ୍ତ୍ରିତ କରିବା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଇଥିବା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା କହିଛନ୍ତି। ଏହାପୂର୍ବରୁ ସୋମବାରଠାରୁ ଏନଏସିର ହାଟପଦା ପରିବା ମାର୍କେଟକୁ ପ୍ରଶାସନ ସିଲ କରିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?