Posted inଜାତୀୟ

‘ରାମପୁରରେ ହୋଇନାହିଁ ନିର୍ବାଚନ, ଦ୍ୱିତୀୟଥର ଭୋଟିଂ ଜରୁରୀ’: ଫଳାଫଳ ଆସିବା ପୂର୍ବରୁ ଆସିମ ରାଜାଙ୍କ ବୟାନ

ଲକ୍ଷ୍ନୌ,୮ ।୧୨: ଉତ୍ତର ପ୍ରଦେଶର ରାମପୁର ଉପନିର୍ବାଚନକୁ ନେଇ ଭୋଟ ଗଣିତି ଗୁରୁବାର ସକାଳୁ ଆରମ୍ଭ ହୋଇଛି । ଏହା ପୂର୍ବରୁ ରାମପୁରର ସମାଜବାଦୀ ପାର୍ଟି ପ୍ରାର୍ଥୀ ଆସିମ ରାଜା ପ୍ରଶାସନ ଉପରେ ବଡ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ରାମପୁରରେ ନିର୍ବାଚନ ହୋଇନାହିଁ, ଏଠାରେ ଦ୍ୱିତୀୟ ଥର ଭୋଟିଂ ପାଇଁ ଆମେ ଦାବି କରୁଛୁ ।
ସମାଜବାଦୀ ପ୍ରାର୍ଥୀ ଆସିମ ରାଜା କହିଛନ୍ତି, ନିର୍ବାଚନର ଏକ ପ୍ରୋସେସ ରହିଛି, ଆଶା କରୁଛୁ ଆମେ ନିର୍ବାଚନ ଜିତି ଯିବୁ, ହେଲେ ରାମପୁରରେ ତ ନିର୍ବାଚନ ହୋଇନାହିଁ । ଏଠାରେ କେବଳ ପୋଲିସର ଗୁଣ୍ଡାଗର୍ଦ୍ଦି ଓ ବଦମାସୀ ହୋଇଛି । ଲୋକଙ୍କୁ ଭୋଟ ଦେବାର ସୁଯୋଗ ଦିଆଯାଇନାହିଁ । ନିର୍ବାଚନ କମିଶନଙ୍କୁ ଆମେ ଲେଖିଛୁ ଏଠାରେ ନିର୍ବାଚନ ହୋଇନାହିଁ । ହଜାର ହଜାର ଲୋକଙ୍କୁ ଭୋଟ ଦେବାରୁ ବଞ୍ଚିତ କରାଯାଇଛି ଏମାନଙ୍କୁ ଅଟକାଇ ଦିଆଯାଇଛି । ମୁସଲମାନ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଇଛି । ମୁସଲମାନରୁ କେବଳ ୨୨ ପ୍ରତିଶତ ମତଦାନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri